ବାମଣ୍ଡା ପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ବୌଦ୍ଧ,୩୦/୧:- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ବାମଣ୍ଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରେ ଜିଲ୍ଲାପ୍ରଶାସନ ଓ ପୋଲିସର ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସକୁ ସାରା ଦେଶରେ ସହିଦ ଦିବସ ଭାବରେ ପାଳନ କରାଯାଉଥିବାବେଳେ ଜନଶୁଣାଣି
Read More...

ନନ୍ଦାହାଣ୍ଡି ବ୍ଲକ୍‌ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ନନ୍ଦାହାଣ୍ଡି : ନନ୍ଦାହାଣ୍ଡି ବ୍ଲକ୍‌ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଆଜି ଅନୁଷ୍ଠିତ ହୋଇଯାଇଛି । ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଡଙ୍ଗର ଭେଜା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ
Read More...

ବୌଦ୍ଧ ଓ ପୁରୁଣାକଟକ ଠାରେ ହେବ ନିଯୁକ୍ତି ମେଳା

ବୌଦ୍ଧ,୩୦/୧:- ବୌଦ୍ଧ ଜିଲ୍ଲା ପ୍ରଶାସନ ଓ ଓଡିଶା ସରକାରଙ୍କ ଦକ୍ଷତା ବିକାଶ ପ୍ରାଧିକରଣ ଆନୁକୂଲ୍ୟରେ ହେବାକୁ ଥିବା ଦୁଇଟି ନିଯୁକ୍ତି ମେଳା ଫେବୃୟାରୀ ୭ ତାରିଖ ଦିନ ଟାଉନହଲ ବୌଦ୍ଧଠାରେ ଏବଂ ଫେବୃୟାରୀ ୮ ତାରିଖଦିନ ହରଭଙ୍ଗା ବ୍ଲକର ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ ପୁରୁଣାକଟକ ଠାରେ ସକାଳ
Read More...

ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ସୈତାନ୍‌ ସ୍ୱାମୀ

ପୁରୀ : ନିମାପଡ଼ାରେ ଅଭାବନୀୟ ଘଟଣା । ସୈତାନ୍‌ ପାଲଟିଲା ସ୍ୱାମୀ । ନିଜ ସ୍ତ୍ରୀର ଗଳାକାଟି ହତ୍ୟା କଲା ସ୍ୱାମୀ । ଏଭଳି ନୃଶଂସ ଘଟଣା ଘଟିଛି ପୁରୀ ଜିଲ୍ଲା ନିମାପଡା ବ୍ଳକ୍‌ ଦିଘାଳ ମୁସଲିମ ବସ୍ତିରେ । ଓରଫାନ ଖାଁ ନାମକ ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ତାରୁନ ବିବିକୁ ଏକ ଧାରୁଆ ଅସ୍ତ୍ରରେ
Read More...

ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଖୋଲିଲା ଅଷ୍ଟିଓପାଥି କ୍ଲିନିକ

ବୌଦ୍ଧ,୩୦/୧:- ବୌଦ୍ଧ ଜିଲ୍ଲା ପ୍ରଶାସନ ଓ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ କଟକର ମିଳିତ ଆନୁକୂଲ୍ୟରେ ରବିବାର ଦିନ ବୌଦ୍ଧଜିଲା ମୁଖ୍ୟ ଚିକିତ୍ସାଳୟ ଠାରେ ଅଷ୍ଟିଓପାଥି କ୍ଲିନିକର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହଠାରେ ଆୟୋଜିତ
Read More...

ହରଭଙ୍ଗା ଲୋକ ମହୋତ୍ସବର ତୃତୀୟ ସନ୍ଧ୍ୟା

ହରଭଙ୍ଗା,୨୯/୧- ବୌଦ୍ଧ ଜିଲ୍ଲା ହରଭଙ୍ଗା ଲୋକ ମହୋତ୍ସବର ଆଜି ତୃତୀୟ ସନ୍ଧ୍ୟାରେ ମା ରୁଦ୍ରକାଳୀଙ୍କୁ ପୂଜାର୍ଚ୍ଚନା ପରେ ମଞ୍ଚ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ତୃତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥିଭାବେ ହରଭଙ୍ଗା ବ୍ଲକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନ ଉପସ୍ଥିତ ଥିବାବେଳେ ସମ୍ମାନିତ ଅତିଥି
Read More...

ଆଖି ବୁଜିଲେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ

ଭୁବନେଶ୍ବର: ଆଖି ବୁଜିଲେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଜୀବନ ଓ ମୃତ୍ୟୁ ସହିତ କେଇ ଘଣ୍ଟା ପର୍ଯ୍ୟନ୍ତ ଲଢ଼େଇ କରିବା ପରେ ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଭୁବନେଶ୍ବର ଆପୋଲେ ହସ୍ପିଟାଲରେ ରାଜ୍ୟର ଜଣାଶୁଣା ବିଶେଷଜ୍ଞ ଡାକ୍ତରମାନଙ୍କ ଏକ ଦଳ ବହୁ
Read More...

ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼

ଝାରସୁଗୁଡ଼ା: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ବ୍ରଜରାଜନଗରରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ
Read More...

କିନ୍ନରଙ୍କ ଦ୍ୱାରା ପ୍ରଥମ ଥର ପାଇଁ ଜାତୀୟ ପତାକା ଉତ୍ତୋଳନ

ନବରଙ୍ଗପୁର:- ଜିଲ୍ଲା ସଦରମହକୁମା ନିକଟସ୍ଥ ସରୁଗୁଡ଼ା ଗ୍ରାମରେ ସ୍ଥାପିତ ଗୋବିନ୍ଦଳୟ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠାନ ଦ୍ୱାରା ୭୪ ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ନବରଙ୍ଗପୁର ଇତିହାସରେ ପ୍ରଥମଥର ପାଇଁ କିନ୍ନରଙ୍କୁ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ସୁଯୋଗ ଦିଆଯାଇଥିଲା । ଏହି
Read More...

କିଟ୍‌ ଓ କିସ୍‌ ପକ୍ଷରୁ ମିନି ମାରାଥନ

ଫୁଲବାଣୀ :- କିଟ୍‌ ଓ କିସ୍‌ ଅନୁଷ୍ଠାନର ରୌପ୍ୟ ଜୟନ୍ତୀ ଅବସରରେ ଫୁଲବାଣୀଠାରେ ଆଜି ସକାଳୁ ବିଭିନ୍ନ ସ୍କୁଲ ପିଲାଙ୍କୁ ନେଇ ମିନି ମାରାଥନର ଆୟୋଜନ କରାଯାଇଥିଲା । କନ୍ଧମାଳ ଏସପି ଶୁଭେନ୍ଦୁ ପାତ୍ର, ମୁଖ୍ୟ ଜିଲ୍ଲା ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ଼ିଲ୍ଲା ପରିଷଦ ବିଶ୍ୱରଂଜନ ନାୟକ ଓ
Read More...