୨୮ ତାରିଖ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର: ଆହୁରି ୩ ଦିନ ଛେଚିବ ବର୍ଷା। ସୋମବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୮ ତାରିଖ ଯାଏ ବର୍ଷା ଲାଗି ରହିବ। ସେହିଭଳି ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ,
Read More...

ଭିଜିଲାନ୍ସ ଜାଲରେ ପୋଲିସ ଏସ୍‌ଆଇ

ବରଗଡ଼: ବରଗଡ଼ ଜିଲା ବିଜେପୁର ଥାନାରେ କାର୍ଯ୍ୟରତ ପୋଲିସ ଏସ୍‌ଆଇ ଜଗା ବରିହା ସୋମବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ସ୍କ୍ରାପ ବ୍ୟବସାୟୀଙ୍କଠାରୁ ୭ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ମାଡି ବସିଥିଲା। ତାଙ୍କ ପାଖରୁ ଲାଞ୍ଚ କାରବାରରେ ବ୍ୟବହୃତ ୭ହଜାର ଟଙ୍କା
Read More...

ବ୍ଲକ୍ ସ୍ତରୀୟ ସଂସ୍କୃତ ଶିକ୍ଷକ ସଂଘ ପକ୍ଷରୁ ସଂସ୍କୃତ ଦିବସ ସମାରୋହ-୨୦୨୫ ପାଳିତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାରଖମା ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ସଂସ୍କୃତ ଶିକ୍ଷକ ସଂଘ ପକ୍ଷରୁ ସଂସ୍କୃତ ଦିବସ ସମାରୋହ-୨୦୨୫ ଆନନ୍ଦ ଉଲ୍ଲାସର ସହ ପାଳନ ହୋଇଯାଇଛି । ଏହି ଅବସରରେ ସମ୍ମାନୀତ ଅତିଥି ଭାବେ ବାରଖମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର
Read More...

ସୌରଭ ଗାଙ୍ଗୁଲିଙ୍କୁ ମିଳିଲା ନୂଆ ଦାୟିତ୍ବ

ନୂଆଦିଲ୍ଲୀ। ପୂର୍ବତନ ଭାରତୀୟ ଦଳର ଅଧିନାୟକ ତଥା ପୂର୍ବତନ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଏବେ ଏକ ନୂତନ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ଗାଙ୍ଗୁଲି ଏହି ଇନିଂସ ଭାରତରେ ନୁହେଁ ବରଂ ବିଦେଶରେ ଆରମ୍ଭ କରିବେ। ତାଙ୍କୁ ଏକ ବିଦେଶୀ ଦଳର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ
Read More...

ଆରମ୍ଭ ହେଲା ପିଜି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର: ଆରମ୍ଭ ହେଲା ସ୍ନାତକୋତ୍ତର (ପିଜି) ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆବେଦନ । ଗତ ଶନିବାରଠାରୁ ଆସନ୍ତା ୩ ତାରିଖ ଯାଏ ସାମ୍ସ ୱେବସାଇଟ୍‌ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ୯ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ଏଥିରେ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ
Read More...

ଅନ୍ତ୍ୟୋଦୟ ଗୃହ ଯୋଜନା; ବଢ଼ିଲା ପ୍ରୋତ୍ସାହନ ରାଶି ପ୍ରଦାନ ଅବଧି

ଭୁବନେଶ୍ୱର,: ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରୋତ୍ସାହନ ରାଶି ପ୍ରଦାନ ନିୟମ ଆଂଶିକ ବଦଳିଛି । ପୂର୍ବରୁ ୪ ମାସରେ ଘର ସାରିଲେ ୨୦ ହଜାର ଟଙ୍କା ମିଳୁଥିଲା । ଏଣିକି ୪ ମାସ ବଦଳରେ ୬ ମାସରେ ଘର ନିର୍ମାଣ ସାରିଲେ ବି ୨୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଦିଆଯିବ । ସେହିଭଳି ୬ ମାସ ବଦଳରେ ୮
Read More...

ନିଜ ପ୍ରତିମୂର୍ତ୍ତି ଦେଖି ଭାବୁକ ହେଲେ ଗାଭାସ୍କର, କହିଲ ଏହି ବଡ କଥା

ନୂଆଦିଲ୍ଲୀ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ପୂର୍ବତନ ଭାରତୀୟ ଦଳର ଅଧିନାୟକ ତଥା ମହାନ ବ୍ୟାଟସମ୍ୟାନ୍ ସୁନୀଲ ଗାଭାସ୍କରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ଗାଭାସ୍କରଙ୍କ ଏହି ପ୍ରତିମୂର୍ତ୍ତି ଷ୍ଟାଡିୟମରେ ନିର୍ମିତ MCAର ଶରଦ ପାୱାର କ୍ରିକେଟ ସଂଗ୍ରହାଳୟରେ ଅଛି। ପୂର୍ବତନ
Read More...

ଯୌତୁକ ନିଆଁରେ ଜଳିଲେ ଆଉ ଜଣେ ବୋହୂ, ସ୍ବାମୀ ଗିରଫ

ନୂଆଦିଲ୍ଲୀ-ଯୌତୁକ ନିଆଁରେ ଜଳିଲେ ଆଉ ଜଣେ ବୋହୂ । ଏମିତି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଗ୍ରେଟର ନୋଏଡାରୁ । ଅଭିଯୋଗ ଅନୁଯାୟୀ ନିକିଙ୍କୁ ତାଙ୍କ ସ୍ୱାମୀ ଯୌତୁକ ଦାବି ପୂରଣ ନ ହେବାରୁ ଜୀବନ୍ତ ଜାଳି ଦେଇଛନ୍ତି। ନିକିଙ୍କ ଅଧା ପୋଡ଼ିଯାଇଥିବା ଶରୀରର ଏକ ଭିଡିଓ ସୋସିଆଲ
Read More...

ନୂଆଁଖାଇ ପାଇଁ ସମଲେଇ ମନ୍ଦିରକୁ ଆସିଲା ନୂଆ ଧାନ, ୨୮ରେ ମା’ଙ୍କ ଠାରେ ଲାଗି ହେବ ନବାନ୍ନ

ସମ୍ବଲପୁର: ନୂଆଁଖାଇ ପାଇଁ ସମଲେଇ ମନ୍ଦିରକୁ ଆସିଲା ନୂଆ ଧାନl ବଲବସପୁରର ସୁବାଷ ବେହେରା ସପରିବାର ନୁଆଁ ସାରିଆ ଧାନ ଆଣି ମନ୍ଦିରର ମୁଖ୍ୟ ପୂଜକ ଅମ୍ବିକା ରାୟଙ୍କୁ ଦେଇଥିଲେlପ୍ରଚଳିତ ପରମ୍ପରା ଅନୁସାରେ ନନ୍ଦୋତ୍ସବ ତିଥିରେ ସମ୍ବଲପୁର ବ୍ରହ୍ମପୁରା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶାର
Read More...

୧୨ଟି ଗେଟ୍ ରେ ହୀରାକୁଦରୁ ଜଳ ନିଷ୍କାସନ ଜାରି

ସମ୍ବଲପୁର: ଆସନ୍ନ ଲଘୁଚାପକୁ ଦୃଷ୍ଟିରେ ରଖି ରୁଲ୍‌କର୍ଭ ନିୟମ ଅନୁସାରେ ହୀରାକୁଦ ଜଳଭଣ୍ଡାରରେ ଜଳପତ୍ତନ ନିମନ୍ତ୍ରଣ ଓ ସୁପରିଚାଳନା ପାଇଁ ଆଗୁଆ ବ୍ୟବସ୍ଥା ସ୍ବରୂପ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଫଳରେ ପ୍ରଥମେ ଶନିବାର ୮ଟି ସ୍ଲୁଇସ୍‌ ଗେଟ୍‌
Read More...