ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୩ ଉଦଘାଟିତ
ସୁବର୍ଣ୍ଣପୁର,୧୫/୧- ଜ଼ିଲ୍ଲା ଉନ୍ନୟନ ପ୍ରଦର୍ଶନୀ, ପଲ୍ଲିଶ୍ରୀ ମେଳା ଓ ନୃତ୍ୟ ଗୀତର ମହାପାର୍ବଣ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୩ ଶନିବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା, ଜ଼ିଲ୍ଲା ସଂସ୍କୃତି ପରିଷଦ ଓ ଜ଼ିଲ୍ଲା କଳା ସଂସ୍କୃତି ସଂଘ!-->…
Read More...
Read More...