ଆରସ୍ମିନ ଉଚ୍ଚ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ପ୍ରଶିକ୍ଷଣ ଶିବିର
ଘୁ.ଉଦୟଗିରି:- ସ୍ଥାନୀୟ ବ୍ଲକ ଗ୍ରେସିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ସବୁଜ ସୁନ୍ଦର ୫-ଟି ଆରାସ୍ମିନ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଏମଡି ଜାମିଲଙ୍କ ତତ୍ତ୍ୱାବଧାନରେ ଛାତ୍ର ଛାତ୍ରୀଙ୍କୁ ନେଇ ଅଗ୍ନି ନିରାପତ୍ତା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ!-->…
Read More...
Read More...