ଲଡ଼ୁଗାଁ କଲେଜରେ ବାଳିକା ଆତ୍ମସୁରକ୍ଷା ଶିବିର ଉଦଯାପିତ
କୋକସରା,୧୪/୧- କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଲଡ଼ୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଆଠ ଦିବସୀୟ ବାଳିକା ଆତ୍ମସୁରକ୍ଷା ଶିବିର ଉଦଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ଼ଃ ନିହାରକାନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ସମାଜସେବୀ ପ୍ରଫୁଲ୍ଲ!-->…
Read More...
Read More...