ଶ୍ରୀକ୍ଷେତ୍ରରେ ପୁରୁଷ ହକି ବିଶ୍ୱକପ ଟ୍ରଫିକୁ ଭବ୍ୟ ସ୍ୱାଗତ
ପୁରୀ : ଶ୍ରୀକ୍ଷେତ୍ରରେ ପୁରୁଷ ହକି ବିଶ୍ୱକପ ଟ୍ରଫିକୁ ଭବ୍ୟ ସ୍ୱାଗତ । ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ସେବାୟତଙ୍କ ଦ୍ୱାରା ଟ୍ରଫିରେ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରାଯାଇଛି । ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ପୁରୀରୁ ଟ୍ରଫି କୋଣାର୍କ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା ।!-->…
Read More...
Read More...