ଏବିଭିପିର ରାଜ୍ୟ ସହ ସମ୍ପାଦିକା ହେଲେ କନ୍ଧମାଳର ସଞ୍ଜନା କହଁର
ଫୁଲବାଣୀ :- ଅନୁଗୋଳ ଠାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି )ର ରାଜ୍ୟ ଅଧିବେଶନ ଅନୁଷ୍ଟିତ ହୋଇଯାଇଛି । ଏଥିରେ କନ୍ଧମାଳ ଜିଲ୍ଲାର ଛାତ୍ରୀ ନେତ୍ରୀ ସୁଶ୍ରୀ ସଞ୍ଜନା କହଁରଙ୍କୁ ଏବିଭିପିର ରାଜ୍ୟ ସହ -ସମ୍ପାଦିକା ଭାବେ ନୂତନ ଦାୟିତ୍ୱ ଦିଆଯାଇଛି । କନ୍ଧମାଳର ଆଉ ଜଣେ ଛାତ୍ରୀ!-->…
Read More...
Read More...