ଜିଲ୍ଲା ସ୍ତରୀୟ ଖରିଫ ଧାନ କ୍ରୟ ମଣ୍ଡିର ଉଦଘାଟନରେ ବ୍ୟାପକ ଅନିୟମିତତା ଅଭିଯୋଗ ଆଣିଲା ଭାଜପା
ପାରଳାଖେମୁଣ୍ଡି : ଚଳିତ ବର୍ଷ ଗଜପତି ଜିଲ୍ଲା ସ୍ତରୀୟ ଖରିଫ ଧାନ କ୍ରୟ ମଣ୍ଡିରେ ଘୋର ଅନିୟମିତତା ହୋଇଥିବା ଜିଲ୍ଲା ଭାଜପା ପକ୍ଷରୁ ପାରଳା ବିଧାୟକ ତଥା ଜିଲ୍ଲା ଭାଜପା ସଭାପତି କେ. ନାରାୟଣ ରାଓ ଅଭିଯୋଗ କରିଛନ୍ତି । ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଭାଜପା କାର୍ଯ୍ୟାଳୟ ପରିସରରେ ଆୟୋଜିତ!-->…
Read More...
Read More...