ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ବଲାଙ୍ଗୀର ଜିଲ୍ଲା ଜରାସିଂହା ଚାମ୍ପିୟନ
ବାଲିଗୁଡ଼ା: ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ସିମନବାଡ଼ି ଗୋଷ୍ଠୀଖେଳ ପଡିଆ ଠାରେ ରାମ ନାୟକ ମେମୋରିଆଲ ରାଜ୍ୟ ସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗଦେଇ ଥିବା ବେଳେ ଅତିଥି ଭାବେ ଗୋଷ୍ଠୀ ପ୍ରାଣୀ ଚିକିତ୍ସକ!-->…
Read More...
Read More...