ଏଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ରାଜ୍ୟରେ ପ୍ରତ୍ୟେକ ଦିନ ହତ୍ୟା ଓ ଆତ୍ମହତ୍ୟା ଭଳି ଘଟଣା ଘଟୁଛି । ସବୁ ଦିନ କେଉଁଠି ନା କେଉଁଠି ମୃତଦେହ ଉଦ୍ଧାର କରାଯାଉଛି । ତେବେ ଏହାଭି ଭିତରେ ଜଣେ ପୁଲିସ ବାବୁଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।
Read More...

ଦୁଇ ଦିନିଆ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ-୨୦୩୦ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ :- ଓଡ଼ିଶା ସରକାରଙ୍କ ଯୋଜନା ଓ ସମନ୍ୱୟ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଥିବା ଦୁଇ ଦିନିଆ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ-୨୦୩୦ ତାଲିମ କାର୍ଯ୍ୟକ୍ରମର ଦ୍ୱିତୀୟ ଦିବସରେ ପ୍ରଶିକ୍ଷାର୍ଥୀମାନେ କ୍ଷେତ୍ର ପରିଦର୍ଶନ କରିଥିଲେ । ସେଥିପାଇଁ
Read More...

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

ଗଞ୍ଜାମ:ପୁରୁଷୋତ୍ତମପୁର ଉପକଣ୍ଠରେ ଥିବା କାଳୀ ମନ୍ଦିର ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ଗତକାଲି ସକାକେ ମୃତଦେହ ପାଣିରେ ଭାସୁ ଥିବାର ଦେଖି ଲୋକେ ପୋଲିସ ଓ ଦମକଳ ବିଭାଗକୁ ଖବର ଦେଇଥିଲେ । ଦମକଳ ବାହିନୀ ଆସି ପାଣି ଭିତରୁ ମୃତ ଦେହ ଉଦ୍ଧାର କରିଥିଲେ । ମୃତକ ଜଣଙ୍କ ହେଲେ
Read More...

ମୋଟର ସାଇକେଲକୁ ପଛପଟୁ ଧକ୍କା ଦେଲା ଟ୍ରକ୍‌, ଜଣେ ମୃତ, ୩ ଜଣ ଆହତ

ବାଲିଗୁଡ଼ା,୧୭/୧୨:ଟ୍ରକ ଧକ୍କାରେ ସ୍ତ୍ରୀ ମୃତ, ସ୍ୱାମୀ ସମେତ ପୁଅ ଝିଅ ଗୁରୁତର । ତୁମୁଡ଼ିବନ୍ଧ ଥାନା ବୁଦୁଲିପଦର ଘାଟିରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସମସ୍ତଙ୍କୁ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେପଟେ କ୍ଷତିପୂରଣ ଓ ଦୋଷୀ ବିରୋଧରେ
Read More...

ଜିଲ୍ଲାସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶମେଳା ଉଦଯାପିତ, ୭ଟି ପ୍ରକଳ୍ପ ରାଜ୍ୟସ୍ତରୀୟ ବିଜ୍ଞାନ ମେଳା ପାଇଁ ମନୋନୀତ

ବୌଦ୍ଧ,୧୬/୧୨- ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗତ ଦୁଇଦିନ ଧରି ଚାଲିଥିବା ଜିଲ୍ଳାସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ମେଳା ଆଜି ଉଦଯାପିତ ହୋଇଯାଇଛି । ଉଦଯାପନୀ ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁ ଯୋଗଦେଇଥିବାବେଳେ ସମ୍ମାନୀତ
Read More...

ଆଇଏଏସ ସ୍ତରରେ ଅଦଳବଦଳ :
ଉଷା ପାଢୀ ହେଲେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ

ଭୁବନେଶ୍ୱର: ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଆଜ ଛୋଟଧରଣର ଅଦଳବଦଳ କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କେନ୍ଦ୍ର ଡେପୁଟେସନରୁ ଫେରିଲା ପରେ ବରିଷ୍ଠ ଆଇଏଏସ୍‌ ଉଷା ପାଢୀଙ୍କୁ ନୂଆ ଦାୟିତ୍ୱ ମିଳିଛି । ତାଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା
Read More...

କଟନି ଛଟନିକୁ ନେଇ ଉଠିଲା ନାହିଁ ମୁଠାଏ ଧାନ, ହାତ ଟେକି ଦେଲା ଏସଏଚ୍‌ଜି ଗ୍ରୁପ

ନନ୍ଦାହାଣ୍ଡି : ଚଳିତ ବର୍ଷ ଖରିଫ ଋତୁ ଧାନ ସଂଗ୍ରହ ନିମନ୍ତେ ନବରଙ୍ଗପୁର ନନ୍ଦାହାଣ୍ଡି ବ୍ଲକର ଜଗନ୍ନାଥ ପୁର ଓ ଝାଡବନ୍ଧଗୁଡା ପଞ୍ଚାୟତ ନିମନ୍ତେ ଜଗନ୍ନାଥ ପୁର ମା ଭଣ୍ଡାର ଘରଣୀଙ୍କ ମନ୍ଦିର ପ୍ରାଙ୍ଗଣରେ ଧାନ ମଣ୍ଡିର ଶୁଭ ଉଦଘାଟନ କରାଯାଇଥିଲା । ହେଲେ ଏହି ମଣ୍ଡିରେ ଆରଏମସି ତରଫରୁ
Read More...

ଷଷ୍ଠ ଗଡାଜାତ ମହୋତ୍ସବ ଦ୍ୱିତୀୟ ସନ୍ଧ୍ୟା

ହରଭଙ୍ଗା :ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବିରନରସିଂହପୁର ସାଧୁଚରଣ ଖେଳ ପଡିଆଠାରେ ଆଜି ବହୁ ପ୍ରତିକ୍ଷୀତ ଷଷ୍ଠ ଗଡଜାତ ଲୋକ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମଞ୍ଚାସିନ ଅତିଥି ମାନଙ୍କ ଦ୍ୱାରା ପ୍ରଥମେ ଜିଲ୍ଲା ଅଧିଷ୍ଠାତ୍ରୀ ଦେବୀ ମା ଭୈରବୀ ଓ ଜଗତରନାଥ
Read More...

ରେଳମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ,ପାରାଦ୍ୱୀପ-ହରିଦାସପୁର ରେଳ ଲାଇନରେ ପାସେଞ୍ଜର ସେବା ଦାବି

ଭୁବନେଶ୍ୱର: ଓଡିଶାର ବିଜେଡି ସାଂସଦମାନେ ଆଜି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବଙ୍କୁ ଦିଲ୍ଲୀରେ ଭେଟି ଓଡିଶାରେ ବର୍ଷବର୍ଷ ଧରି ରହିଥିବା ରେଳ ସମସ୍ୟା ଏବଂ କେତେକ ନିର୍ଦ୍ଦିଷ୍ଟ ରେଳସେବା ଆରମ୍ଭ କରାଯିବା ସଂପର୍କରେ ତାଙ୍କର ଦୃଷ୍ଟି ଆକର୍ଷଣ କରିବା ସହ ଏକ ପତ୍ର ପ୍ରଦାନ କରିଛନ୍ତି ।
Read More...

ଝାଡବାନ୍ତିରେ ଶ୍ରୀମନ୍ଦିର ମହିଳା ସେବାୟତଙ୍କ ମୃତ୍ୟୁ

ପୁରୀ : ଝାଡାବାନ୍ତିରେ ଶ୍ରୀମନ୍ଦିର ମହିଳା ସେବାୟତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଦ୍ରୁତଗତିରେ ଚାଲିଥିବାବେଳେ ସେହି ଆଖ ପାଖ ଅଂଚଳରେ ପାଣି ପାଇପ ଫାଟି ଦୂଷିତ ହୋଇଛି ପାନୀୟ ଜଳ । ଆଉ ପିଇବା ପାଣି ପାଇପ ଲାଇନ ଫାଟି ପାଣି ପ୍ରଦୂଷିତ
Read More...