ଅଶ୍ୱିନଙ୍କୁ ‘ବୈଜ୍ଞାନିକ’ ଆଖ୍ୟା ଦେଲେ ସେହ୍ବାଗ
ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷରେ ରବିଚନ୍ଦ୍ରନ ଅଶ୍ୱିନ ଏବଂ ଶ୍ରେୟସ ଆୟର ଭାରତକୁ ପରାଜୟରୁ ମୁହଁରୁ ରକ୍ଷା କରିଥିଲେ। ଏହି ବିଜୟ ସହିତ ଭାରତୀୟ ଦଳ ମଧ୍ୟ ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୨-୦ରେ ଜିତିଛି। ୧୪୫ ରନ୍ର ଟାର୍ଗେଟକୁ ପଛରେ ପକାଇ ଭାରତ ୭୪ ରନରେ ୭!-->…
Read More...
Read More...