କେନ୍ଦ୍ରୀୟ ବଜେଟ୍ ୨୦୨୩କୁ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ
ବାଲିଗୁଡ଼ା :କେନ୍ଦ୍ରୀୟ ବଜେଟ୍ ୨୦୨୩ କୁ ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡାରେ ବିଜେପିର ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ଜଗନ୍ନାଥ ସାହୁଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ହୋଇଥିବା ବେଳେ ଏଥିରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ୍ମଚରଣ ଦାସ, ରାଜ୍ୟ ବିଜେପି!-->…
Read More...
Read More...