ଓଡିଶା ଆସୁଛନ୍ତି ରାଷ୍ଟ୍ରପତି, ଟୁଇନସିଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି
ଭୁବନେଶ୍ବର : ଆସନ୍ତାକାଲିଠୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ହାଇ ଆଲର୍ଟରେ ଟୁଇନସିଟି । ବସଷ୍ଟାଣ୍ଡ, ଷ୍ଟେସନ, ଏୟାରପୋର୍ଟ ଆଦି ସ୍ଥାନ ଉପରେ ରହିଛି କଡା ନଜର ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ!-->…
Read More...
Read More...