ରବୀନ୍ଦ୍ର ଜେନାଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ
ଭୁବନେଶ୍ୱର: ସିସୋର ଚିଟଫଣ୍ଡ ଠକେଇ ମାମଲା, ପୂର୍ବତନ ସାଂସଦ ତଥା ବିଜେଡି ନେତା ରବୀନ୍ଦ୍ର ଜେନାଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ । ସିବିଆଇ ପକ୍ଷରୁ ଦାୟର ହୋଇଥିବା ଚାର୍ଜସିଟ୍ ଏବଂ ଏଫଆଇଆରକୁ ରଦ୍ଦ କରିବାକୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ରବୀନ୍ଦ୍ର ଜେନା । ଏହାପରେ କୋର୍ଟରେ ଉଭୟ!-->…
Read More...
Read More...