ଗଛକୁ ଧକ୍କା ଦେଲା ବାଇକ; ଜଣେ ମୃତ, ଜଣେ ଗୁରୁତର
ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣା କଟକ ଥାନା ବଡବନ୍ଧଛକ ନିକଟରେ ରବିବାର ଦିନ ଏକ ବାଇକ ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ!-->…
Read More...
Read More...