ମହୋଦଧି ଆରତୀ ଉତ୍ସବ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ
ପୁରୀ : ଚଳିତ ମାସ ୬ ତାରିଖ ଅପରାହ୍ନରେ ସ୍ୱର୍ଗଦ୍ୱାର ସମ୍ମୁଖ ସମୁଦ୍ର କୂଳରେ ମହୋଦଧି ଆରତୀ ଉତ୍ସବ ପାଳନ କରାଯିବ । ଏଥି ନିମନ୍ତେ ଚୁଡାନ୍ତ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଏହି!-->…
Read More...
Read More...