ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡର ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି
କଟକ : କଟକର ଘରୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡର ଲୋକପ୍ରିୟ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି। ଫୁସଫୁସ୍ଜନିତ ସଂକ୍ରମଣ କାରଣରୁ ଗତ ୮ ଦିନ ତଳେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏବେ ସୁସ୍ଥ ହୋଇ ସେ ଘରକୁ ଫେରିଛନ୍ତି। ଓଡ଼ିଶାବାସୀଙ୍କ ଭଲପାଇବା ଓ ଆଶୀର୍ବାଦରୁ ସେ ସୁସ୍ଥ!-->…
Read More...
Read More...