ପୁରୀରେ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଉଦଘାଟିତ

ପୁରୀ : ରାଜ୍ୟ ସରକାରଙ୍କ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିତ ବାର୍ଷିକ ତାଲିକା ଆଧାରରେ ଚଳିତ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଏକ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଆଜି ଅପରାହ୍ନରେ ପୁରୀ ସ୍ଥିତ ନୀଳାଚଳ ହାଟ ଠାରେ ଆୟୋଜିତ ହୋଇଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାର
Read More...

ନାବାଳିକାକୁ ଅପହରଣ କରି ଦୁଷ୍କର୍ମ ଅଭିଯୋଗ : ଦୁଇ ଅଭିଯୁକ୍ତ ଗିରଫ

ପାଟଣାଗଡ଼ : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ଅଞ୍ଚଳର ଜଣେ ନାବାଳିକାକୁ ସେହି ଥାନା ଅନ୍ତର୍ଗତ ବାଞ୍ଜିପାଲି ଗାଁର ଦୁଇଜଣ ଯୁବକ ନାବାଳିକାଙ୍କ ମାମୁଁ ଘରୁ ଅପହରଣ କରି ଦୁଷ୍କର୍ମ କରିଥିଲେ । ନାବାଳିକାଙ୍କର ମାଁ ଏନେଇ ପାଟଣାଗଡ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ଏକ ମାମଲା
Read More...

ବୌଦ୍ଧ ବିଇଓ ଧ୍ରୁବ ଚରଣ ଘିବେଲାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବୌଦ୍ଧ : ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ଘିବେଲା ଗତକାଲି ତାଙ୍କର ସରକାରୀ କାର୍ଯ୍ୟରୁ ଅବସର ନେଇଛନ୍ତି । ଏହି ଅବସରରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟଠାରେ ଉକ୍ତ କାର୍ଯ୍ୟାଳୟର କର୍ମଚାରୀଙ୍କ ତରଫରୁ ଏକ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଆୟୋଜିତ
Read More...

ଗନ୍ଧରାଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ଏଡସ ଦିବସ ପାଳନ: ସଚେତନତା ହିଁ ଏଡ୍‌ସର ଅବ୍ୟର୍ଥ ଔଷଧ

ଜହ୍ନାପଙ୍କ : ବୌଦ୍ଧ ବ୍ଳକ ଅନ୍ତର୍ଗତ ଜହ୍ନାପଙ୍କ ସ୍ଥିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ଛାତ୍ର ଛାତ୍ରୀମାନେ ଏକ ଶୋଭାଯାତ୍ରାରେ ବିଦ୍ୟାଳୟ ପରିସରରୁ ବାହାରି ମେଡ଼ିକାଲ ଛକ, ବସଷ୍ଟାଣ୍ଡ, ଜହ୍ନାପଙ୍କ ଗ୍ରାମ ପରିକ୍ରମା କରି ବିଭିନ୍ନ ପ୍ଲାକାର୍ଡ
Read More...

କଳିଙ୍ଗ ମହାବିଦ୍ୟାଳୟ ପରିସରରେ ବିଶ୍ୱ ଏଡ଼ସ ଦିବସ ପାଳିତ

ଘୁ ଉଦୟଗିରି: ଆଜି ସ୍ଥାନୀୟ କଳିଙ୍ଗ ମହାବିଦ୍ୟାଳୟରେ ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେରଙ୍କ ଅଧ୍ୟକ୍ଷତାରେ ଛାତ୍ରଛାତ୍ରୀଙ୍କ ଗହଣରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଏହି ସଚେତନତା କାର୍ଯ୍ୟକ୍ରମରେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ଦେବବ୍ରତ ବାରିକ ମୁଖ୍ୟ ଅତିଥିଭାବେ
Read More...

ନବରଙ୍ଗପୁର ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

ନବରଙ୍ଗପୁର : ଚଳିତ ବର୍ଷ ଗତାନୁଗତିକ ଭାବରେ ନବରଙ୍ଗପୁର ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଛାତ୍ରଛାତ୍ରୀଙ୍କର ଉଭୟ ଶାରରିକ ଓ ମାନସିକ ବିକାଶ ପାଇଁ ଏହି କ୍ରୀଡା ଉତ୍ସବ ଦୁଇଦିନ ଧରି ପାଳନ କରାଯାଇଥିଲା । ଏଥିରେ ଉଭୟ ଯୁକ୍ତ ଦୁଇ ଏବଂ ଯୁକ୍ତ
Read More...

ବିଶ୍ୱ ଏଡ଼୍‌ସ ଦିବସ ଅବସରରେ ଆଦିବାସୀ ମହାବିଦ୍ୟାଳୟରେ ସଚେତନତା ଶିବିର

ବାଲିଗୁଡ଼ା: ଆଜି ବିଶ୍ୱ ଏଡ଼୍‌ସ ଦିବସ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟ ପରିସରରେ ରେଡ୍‌ ନିବନ୍ଧ କ୍ଲବ ପକ୍ଷରୁ ଏଡ଼୍‌ସ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ଓଡ଼ିଶା ଏଡ଼ସ୍‌
Read More...

ମଡେ଼ଲ ଡିଗ୍ରୀ କଲେଜରେ ବିଶ୍ୱ ଏଡ଼ସ ଦିବସ ପାଳିତ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାର ଟିର୍ଲିଆମ୍ବାଗୁଡ଼ା ଠାରେ ଥିବା ଆଦର୍ଶ ସ୍ନାତକ ମହାବିଦ୍ୟାଳୟରେ ବିଶ୍ୱ ଏଡ଼ସ ଦିବସ ଉପଲକ୍ଷେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ରଞ୍ଜନ କୁମାର ବେହେରା ଏହାକୁ ଉଦଘାଟନ କରିଥିଲେ । ନିଜର ସଭାପତିତ୍ୱ ଭାଷଣରେ ଡ.
Read More...

କାଠପଟା ଜବତ୍‌, ଆସାମୀ ଫେରାର୍‌

ଦଶପଲ୍ଲା : ଗତକାଲି ସନ୍ଧ୍ୟା ପ୍ରାୟ ୮ ଘଟିକା ସମୟରେ ବାହାଡାଝୋଲାରୁ କାପ୍ତାପଲ୍ଲୀ ରାସ୍ତାରେ ବାହାଡାଝୋଲା ବନାଞ୍ଚଳ ସେକ୍ସନ ଷ୍ଟାଫ୍‌ ପେଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ହିରୋହୁଣ୍ଡା ସିଡ଼ି ଡ଼ିଲକ୍ସ ଗାଡି ସହ ୬ ଖଣ୍ଡ ଶାଗୁଆନ ପଟା ଜବତ କରିଥିବା ବେଳେ ଆସାମୀ ଖସି ପଳାଇଥିବା ସୂଚନା
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ଜଣଙ୍କର ମୃତ୍ୟୁ

ଖୋର୍ଦ୍ଧା: ଆଜି ଭୋର୍‌ରୁ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ବଡପୋଖରିଆ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନାନୁସାରେ ଆଜି ଭୋର୍‌ରୁ ଜଙ୍କିଆ ଥାନା ଅନ୍ତର୍ଗତ ବଡପୋଖରିଆ ନିକଟରେ ଜାତୀୟ ରାଜପଥ-୧୬ରେ
Read More...