ପୁରୁଷ ହକି ବିଶ୍ବକପ୍:ଫାଇନାଲ୍ରେ ଜର୍ମାନି
ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍-୨୦୨୩ର ପ୍ରଥମ ସେମିଫାଇନାଲ୍ ମ୍ୟାଚ୍ ରୋମାଞ୍ଚକର ହୋଇଛି। ଉଭୟ ଅଷ୍ଟ୍ରେଲିଆ ଓ ଜର୍ମାନି ମଧ୍ୟରେ ଜୋରଦାର ଲଢ଼େଇ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଜର୍ମାନି ଶେଷ ୨ ମିନିଟରେ ଓଲଟାପାଲଟା କରି କଙ୍ଗାରୁ ଦଳକୁ ପରାସ୍ତ କରିଛି।!-->…
Read More...
Read More...