ରେଢ଼ାଖୋଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଭାଙ୍ଗିରୁଜି ଯାଇଛି ୪ ପିକ୍‌ଅପ୍‌ ଭ୍ୟାନ୍

ରେଢାଖୋଲ: ୪ଟି ପିକ୍‌ଅପ୍‌ ଭ୍ୟାନ୍ ଉପରେ ମାଡ଼ିଯାଇ ରାସ୍ତାକଡ଼କୁ ଓଲଟି ପଡ଼ିଲା ମେଡିସିନ୍ ବୋଝେଇ ଟ୍ରକ୍। ସୌଭାଗ୍ୟ ବଶଃତ ଏତେ ବଡ଼ ଦୁର୍ଘଟଣାରୁ ବଞ୍ଚିଗଲେ ୪ ପିକ୍‌ଅପ୍ ଡ୍ରାଇଭର। ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହରର ୫୫ ନମ୍ବର ଜାତୀୟ
Read More...

ସିଆରପିଏଫ ଯବାନଙ୍କ ମହାନତା, ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର କରି ନେଲେ ଡାକ୍ତରଖାନା

ଖପ୍ରାଖୋଲ : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲଠାରେ ଅବସ୍ଥାପିତ ସିଆରପିଏଫ ୧୮୯ ବାଟେଲିଆନ ବି ର ଯବାନମାନେ ରାସ୍ତାରେ ଡ୍ୟୁଟି କରୁଥିବା ବେଳେ ଯୋଗୀମୁଣ୍ଡା ପାଟଣାଗଡ ରାସ୍ତା ବାଲିପଟା ନିକଟରେ ମୋଟର ସାଇକେଲ ଦୁର୍ଘଟଣାରେ ଗୁରୁତର ଜଣେ ବ୍ୟକ୍ତିକୁ ଉଦ୍ଧାର କରି ପାଟଣାଗଡ ଡାକ୍ତର ଖାନାକୁ
Read More...

ଆଦିବାସୀଙ୍କ ଗଣପର୍ବ “ମଣ୍ଡେଇ-୨୦୨୨’ ବ୍ଲକସ୍ତରୀୟ ଉତ୍ସବର ଶୁଭାରମ୍ଭ

ନବରଙ୍ଗପୁର: ନବରଙ୍ଗପୁର ବ୍ଲକ ବାସିନୀ ପଂଚାୟତ ବେତାଳ ଗାଁ ମାଁ ଭଣ୍ଡାରଘରଣୀ ପୀଠରେ ପୂଜାର୍ଚ୍ଚନା କରି ଆଦିବାସୀ ଗଣପର୍ବ "ମଣ୍ଡେଇ'ର ଶୁଭାରମ୍ଭ କରାଯାଇଛି । ଜିଲାପାଳ ତଥା ଜିଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ଡଃ. କମୋଳ ଲୋଚନ ମିଶ୍ରଙ୍କ ପୌରହିତରେ ପୂଜାର୍ଚ୍ଚନା କରାଯାଇଥିଲା ।
Read More...

ମିଶନ ଶକ୍ତି ମା ମାନଙ୍କ ପାଇଁ ଯୁଗାନ୍ତକାରୀ ପଦକ୍ଷେପ ନେଲେ ରାଜ୍ୟ ସରକାର

ଭୁବନେଶ୍ୱର:ରାଜ୍ୟର ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ୨୦୨୨ ଅପ୍ରେଲ ପହିଲାରୁ ଏହି
Read More...

ପଦ୍ମପୁର ପାଇକମାଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମାରାଥନ ନିର୍ବାଚନୀ ପ୍ରଚାର

ପାଇକମାଲ/ବରଗଡ଼, ନଭେମ୍ବର ୨୯ – ବୀର ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ବଂଶଜ ପଦ୍ମପୁରବାସୀଙ୍କୁ ଶାସକ ଦଳ ଲୋକ କିମ୍ବା ପ୍ରଲୋଭନ ଦେଖାଇ ପ୍ରଭାବିତ କରିପାରିବ ନାହିଁ ବୋଲି ବୁଧବାର ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ମାଣ୍ଡୋସିଲ, ଭେଙ୍ଗରାଜପୁର ଓ ବିଜାଡୀହି ସମେତ ଅନେକ ସ୍ଥାନରେ
Read More...

ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ପାଇଁ ବିକ୍ଷୋଭ ଶୋଭାଯାତ୍ରା ଓ ବ୍ଲକ ଘେରାଉ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ବ୍ଲକର ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ପାଇଁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଭିନ୍ନ ପ୍ରଞ୍ଚୟାତର ଜନ ପ୍ରତିନିଧି, ଯୁବକ ସଂଘ, ବଣିକ ସଂଘ ଓ ଜନ ସାଧାରଣ । ସ୍ଥାନୀୟ ହାଇ ସ୍କୁଲ୍‌ ଠାରୁ ଏକ ଶୋଭାଯାତ୍ରା ବାହାରି ବ୍ଲକ୍‌ କାର୍ଯ୍ୟାଳୟରେ ପହଞ୍ଚି
Read More...

କୁଇ ସମାଜ ସେବା ସମିତି ପକ୍ଷରୁ ୬ ଦଫା ଦାବୀ ପତ୍ର ପ୍ରଦାନ

ଫୁଲବାଣୀ :କନ୍ଧମାଳ ଜିଲ୍ଲାର କୁଇ ସମାଜ ସେବା ସମିତି ଫୁଲବାଣୀ ଶାଖା ଆଜି ତାର ୬୯ତମ ପ୍ରତିଷ୍ଠା ଦିବସ ଫୁଲବାଣୀରେ ପାଳନ କରିଛି । ଏହି ଅବସରରେ ୬ ଦଫା ଦାବିରେ ସମିତି ପକ୍ଷରୁ ଫୁଲବାଣୀ ସହରରେ ବିରାଟ ଶୋଭାଯାତ୍ରା ସହିତ କରୋନେସନ ପଡ଼ିଆରେ ସାଧାରଣ ସଭା ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ
Read More...

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା

ସୁବର୍ଣ୍ଣପୁର: ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଏବଂ ଜିଲ୍ଲା ପ୍ରଶାସନ ସୁବର୍ଣପୁର ମିଳିତ ସହଯୋଗରେ ଜିଲ୍ଲା ନିୟୋଜନ ବିଭାଗ ଆନୁକୁଲ୍ୟରେ ଆଜି ସଦର ମହକୁମା ସ୍ଥିତ ଟାଉନ୍‌ ହଲ୍‌ ଠାରେ ଏକ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିୟୋଜନ ଅଧିକାରୀ ସଂଜୁ ସାହୁ
Read More...

ଉପ କେନ୍ଦ୍ର ସ୍ତରୀୟ ମେଗା ସ୍ୱାସ୍ଥ୍ୟମେଳା ଅନୁଷ୍ଠିତ

ଦଶପଲ୍ଲା : ନୂଆଗାଁ ବ୍ଲକ ଅନ୍ତର୍ଗତ ମହିପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅନ୍ତର୍ଗତ କିରିଆଲାଞ୍ଜି ସ୍ୱାସ୍ଥ୍ୟ ଓ ଆରୋଗ୍ୟ ଉପକେନ୍ଦ୍ର ସ୍ତରୀୟ ସ୍ୱାସ୍ଥ୍ୟ ମେଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜାତୀୟ ସ୍ୱାସ୍ଥ୍ୟ ମିଶନ, ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟ ଓ
Read More...

ସାଧୁସନ୍ଥଙ୍କ ଦ୍ୱାରା ସମାଜସେବୀ ଶ୍ରୀହରି ନାୟକ ସମ୍ମାନିତ

ଦଶପଲ୍ଲା: ପବିତ୍ର ପୂଣ୍ୟତୋୟା ମହାନଦୀ କୂଳ, ପୁରାଣ ପ୍ରସିଦ୍ଧ ମଣିଭଦ୍ରା ପାହାଡ଼ ପାଦଦେଶରେ ଅବସ୍ଥିତ ମା କଳାପାଟଙ୍କ ପୀଠରେ, ବାବା ରାମଦାସଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ, ଚାଲିଥିବା ବିଶ୍ୱଶାନ୍ତି ମହାଯଜ୍ଞ ଓ ସାଧୁସନ୍ଥ ସମ୍ମିଳନୀ ଅବସରରେ, ସାଧୁସନ୍ଥ ସମାଜ ତରଫରୁ, ଦଶପଲ୍ଲା ଅଂଚଳର
Read More...