ଆଧ୍ୟାତ୍ମିକ ଗୁରୁ ଦଲାଇ ଲାମାଙ୍କୁ ମିଳିଲା ଗ୍ରାମୀ ଆୱାର୍ଡ
ନୂଆଦିଲ୍ଲୀ: ଆଧ୍ୟାତ୍ମିକ ଗୁରୁ ଦଲାଇ ଲାମାଙ୍କୁ ମିଳିଲା ଗ୍ରାମୀ ଆୱାର୍ଡ । ୯୦ ବର୍ଷ ବୟସରେ ଦଲାଇ ଲାମାଙ୍କୁ ସମ୍ମାନଜନକ ଗ୍ରାମୀ ଆୱାର୍ଡ ପ୍ରଦାନ କରାଯାଇଛି। ୬୮ତମ ବାର୍ଷିକ ଗ୍ରାମୀ ପୁରସ୍କାର ଉତ୍ସବରେ, ଦଲାଇ ଲାମା ତାଙ୍କ ଆଲବମ୍ ମେଡିଟେସନ୍: ଦି ରିଫ୍ଲେକ୍ସନ୍ସ ଅଫ୍ ହିଜ୍ ହୋଲିନେସ୍!-->…
Read More...
Read More...