୫ମ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସ, ଝାରସୁଗୁଡା ବିଜୟୀ
ହରଭଙ୍ଗା,୧୯/୧:- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପ୍ରଗଳପୁର ତସରା ଖେଳପଡିଆ ଠାରେ ବୁଦ୍ଧଦେବ କ୍ଳବ ତରଫରୁ ଅନୁଷ୍ଠିତ ହୋଇଥିବା ୫ମ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଦ୍ୱିତୀୟ ଦିବସ ଖେଳ ଅନୁଷ୍ଠିତ ହୋଇଯାଇଛି । ଦ୍ୱିତୀୟ ଦିନର ଖେଳ ଜୟ ଦୁର୍ଗା କ୍ଳବ ଝାରସୁଗୁଡା ସହ ସୁଜିତ ଫୁଟବଲ!-->…
Read More...
Read More...