ବରିଷ୍ଠ ଏପିପି ମହମ୍ମଦ ଜାହିର ଅଖତାରଙ୍କ ପରଲୋକ

ଫୁଲବାଣୀ :- କନ୍ଧମାଳ ଜିଲ୍ଲାର ଫୁଲବାଣୀ କୋର୍ଟର ଏପିପି ମହମ୍ମଦ ଜାହିର ଅଖତାରଙ୍କ ୫୯ ବର୍ଷରେ ଦେହାନ୍ତ ହୋଇଯାଇଛି । ସେ ମଧୁମେହ ଓ କିଡ଼ନୀ ରୋଗରେ ଆକ୍ରାନ୍ତ ହୋଇ ଗତ କିଛି ଦିନ ହେଲା ଆପୋଲୋରେ ଚିକିତ୍ସିତ ହେଉଥିଲେ, ତେବେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିଲା ।
Read More...

ମାଁ ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ସମ୍ବିଧାନ ଦିବସ ପାଳିତ

ସୁବର୍ଣ୍ଣପୁର:ଆଜି ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ମାଁ ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖମ୍ବେଶ୍ୱରୀପାଲି ଠାରେ ନେହେରୁ ଯୁବ କେନ୍ଦ୍ର ଏବଂ ଏନଏସଏସ ୟୁନିଟ ତରଫରୁ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଦିବସ ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଅଶ୍ୱିନୀ
Read More...

ନବଜ୍ୟୋତି ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା

ଘୁ ଉଦୟଗିରି:ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଳକ ଅନ୍ତର୍ଗତ ପେଟାପାଙ୍ଗା ପଞ୍ଚାୟତର ଆଡାସିକୁପାଠାରେ ଅବସ୍ଥିତ ନବଜ୍ୟୋତି ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପଦ୍ମ ଚରଣ ପ୍ରଧାନ ଛାତ୍ରଛାତ୍ରୀଙ୍କ
Read More...

ପାଟଣାଗଡ଼ କୋର୍ଟ ପରିସରରେ ସମ୍ବିଧାନ ଦିବସ ପାଳିତ

ପାଟଣାଗଡ଼ : ପାଟଣାଗଡ଼ ସିଭିଲ କୋର୍ଟ ପରିସରରେ ଜାତୀୟ ସମ୍ବିଧାନ ଦିବସ ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ତାଲୁକ ଆଇନ ସେବା ସହାୟତା ସମିତିର ଅଧ୍ୟକ୍ଷା ଶ୍ୱେତା ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭାକାର୍ଯ୍ୟ ପ୍ରାରମ୍ଭରେ ସମ୍ବିଧାନ ପ୍ରଣେତା ଡ଼ ଭୀମରାଓ ଆମ୍ବେଦକରଙ୍କ
Read More...

ବୌଦ୍ଧରେ ଜିଲ୍ଲାସ୍ତରୀୟ ସମ୍ବିଧାନ ଦିବସ ପାଳିତ

ବୌଦ୍ଧ,୨୬/୧୧- ଜ଼ିଲ୍ଲା ପ୍ରଶାସନ ଏବଂ ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟର ବୌଦ୍ଧ ଶାଖା ଆନୁକୂଲ୍ୟରେ ବୌଦ୍ଧ ବ୍ଲକ ଜହ୍ନାପଙ୍କ ସ୍ଥିତ ଗନ୍ଧରାଡ଼ି ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ପ୍ରଭାତ ଚନ୍ଦ୍ର ଶତପଥୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସମ୍ବିଧାନ ଦିବସ ପାଳିତ
Read More...

ଜିଲ୍ଲାସ୍ତରୀୟ ସମ୍ବିଧାନ ଦିବସ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସ୍ତରୀୟ ସମ୍ବିଧାନ ଦିବସ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସମ୍ମାନିତ ଅତିଥି ଭାବରେ ଡେପୁଟୀ କଲେକ୍ଟର ନଟବର ଗରଡ଼ା, ନର୍ମଦା ନାୟକ
Read More...

ଏନୱାଇକେ ପକ୍ଷରୁ ସମ୍ବିଧାନ ଦିବସ ପାଳିତ

ଫୁଲବାଣୀ :-ଫୁଲବାଣୀ ସହରର ସ୍ଥାନୀୟ ପିଏଆଇଟିଡିଏ ସମ୍ମିଳନୀ କକ୍ଷରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସମ୍ବିଧାନ ଦିବସ ପାଳିତ ହୋଇଯାଇଅଛି । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଫୁଲବାଣୀ ମୁନିସିପାଲିଟିର ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି ଯୋଗଦେଇ ଥିବା ବେଳେ ସମ୍ମାନୀତ
Read More...

ସୋନପୁର ମହାବିଦ୍ୟାଳୟରେ ଜାତୀୟ ସମ୍ବିଧାନ ଦିବସ ପାଳିତ

ସୁବର୍ଣ୍ଣପୁର: ଆଜି ସୋନପୁର ମହାବିଦ୍ୟାଳୟ ପରିସରରେ ଜାତୀୟ ସମ୍ବିଧାନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଆରମ୍ଭରେ ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରାଜୀବ ଲୋଚନ ଆଚାର୍ଯ୍ୟ, ଅଧ୍ୟାପକ, ଅଧ୍ୟାପିକା ଓ ଅଣ ଶିକ୍ଷକ କର୍ମଚାରୀଙ୍କ ସମେତ ସମସ୍ତ
Read More...

ଜିଲ୍ଲା ପ୍ରେସ କ୍ଳବ କାର୍ଯ୍ୟାଳୟ ସ୍ଥାନ ନିରୂପଣ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକମାନେ ଗଜପତି ଜିଲ୍ଲା ପ୍ରେସ କ୍ଳବର କାର୍ଯ୍ୟାଳୟ ଲାଗି କୋଠାଗୃହ ଯୋଗାଇ ଦେବା ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କୁ ସାକ୍ଷାତ କରି ସ୍ମାରକପତ୍ର ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ୧୬ ନଭେମ୍ବରରେ ପାଳିତ ଜାତୀୟ ପ୍ରେସ ଦିବସ
Read More...

ବିଶ୍ୱ ମତ୍ସ୍ୟ ଦିବସ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ଏଗ୍ରିକଲଚର ରିସର୍ଚ୍ଚ ଫାର୍ମ ସିୟୁଟିଏମଠାରେ ବିଶ୍ୱ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମତ୍ସ୍ୟ
Read More...