ଏଣିକି ଏହି ଶ୍ରେଣୀର ପିଲା ବହି ଦେଖି ପରୀକ୍ଷା ଦେବେ
ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପରିଚାଳିତ ସ୍କୁଲରେ ନବମ ଶ୍ରେଣୀ ପରୀକ୍ଷା ଢାଞ୍ଚାରେ କରାଯିବ ପରିବର୍ତ୍ତନ । ବହି ଦେଖି ପିଲାମାନେ ପରୀକ୍ଷା ଦେବେ । ୨୦୨୬-୨୭ ଶିକ୍ଷାବର୍ଷରୁ ଏହାକୁ ପାଇଲଟ୍ ମୋଡ୍ରେ କାର୍ଯ୍ୟକାରୀ କରାଯିବ । ଜୁନ୍ ମାସରେ!-->…
Read More...
Read More...