ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ :
୪୬ ମୃତ,୭୦୦ରୁ ଆହତ

ଜକାର୍ତ୍ତା: ଇଣ୍ଡୋନେସିଆରେ ଆଜି ଭୟଙ୍କର ଭୂମିକମ୍ପ ହୋଇଛି । ଏଥିରେ ୪୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୦୦ରୁ ଅଧିକ ଆହତ ହୋଇଛନ୍ତି । ସୋମବାର ଅପରାହ୍ନରେ ଜାଭା ଦ୍ୱୀପର ସିଆନଞ୍ଜୁରରେ ୫.୬ ତୀବ୍ରତାର ଭୂମିକମ୍ପ ହୋଇଛି । ରାଜଧାନୀ ଜକାର୍ତ୍ତାରୁ ଦକ୍ଷିଣପଶ୍ଚିମ ଦିଗରେ ୭୫ କିମି ଦୂରରେ
Read More...

ବିଧାନସଭାରୁ ହଟିଲା କୋଭିଡ କଟକଣା

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନର ସୁପରିଚାଳନା ନେଇ ବାଚସ୍ପତିଙ୍କ ଅଧକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି । ସର୍ବଦଳୀୟ ବୈଠକ ପରେ ବାଚସ୍ପତି ବିକ୍ରମ ଆରୁଖ କହିଛନ୍ତି ଯେ ରାଜ୍ୟରେ ଥିବା କୋଭିଡ କଟକଣା ହଟିଥିବା ହେତୁ ପୂର୍ବ ଅପେକ୍ଷା ବିଧାନସଭା ଅବଧି ୧ ଘଣ୍ଟା ବୃଦ୍ଧି ହୋଇଛି ।
Read More...

ମହୁମାଛି ଆକ୍ରମଣରେ ବୃଦ୍ଧ ଗୁରୁତର

ବାଲିଗୁଡ଼ା:ଜଙ୍ଗଲରେ ଗାଈ ଚରାଇବାକୁ ଯାଇଥିବା ବେଳେ ଅଘଟଣ । ମହୁମାଛି ଆକ୍ରମଣରେ ବୃଦ୍ଧ ଗୁରୁତର । ଏଭଳି ଘଟଣା ଘଟିଛି ଦାରିଙ୍ଗବାଡ଼ି ଥାନା ଶ୍ରୀପଙ୍କା ଗ୍ରାମରେ । ଗୁରୁତର ବୃଦ୍ଧ ଜଣକ ହେଲେ ଦାରିଙ୍ଗବାଡ଼ି ଥାନା ଶ୍ରୀପଙ୍କା ଗ୍ରାମର ପିରସି ପ୍ରଧାନ (୬୫) । ଗୁରୁତର ଅବସ୍ଥାରେ ତାଙ୍କୁ
Read More...

ଘୁମରେଶ୍ୱର ଶୈବ ପୀଠରେ ଡେନମାର୍କ ଦେଶର ବିଦେଶୀ ପର୍ଯ୍ୟଟକ

ନବରଙ୍ଗପୁର:- ଆଜି ତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ ଝରିଗୁମା ଗ୍ରାମପଞ୍ଚାୟତ ନିକଟସ୍ଥ ପ୍ରସିଦ୍ଧ ଘୁମରେଶ୍ୱର ଶୈବ ପୀଠ ଠାରେ ବିଦେଶୀ ପର୍ଯଟକଙ୍କୁ ଦେଖିବାକୁ ମିଳିଛି । ୟୁରୋପ ମହାଦେଶର ଡେନମାର୍କ ସହରର ଦିହାନେ ଆଣ୍ଡ୍‌ରେସନ ଓ ଛତିଶଗଡ଼ ରାଜ୍ୟ ଅନ୍ତର୍ଗତ ଗାଇଡ଼ ବୟ ଇବ୍ରାହିମ ବାଘ
Read More...

ଅଲାରନାଥ ମନ୍ଦିର ବିକାଶ ପାଇଁ ୮ କୋଟି ଟଙ୍କା ମଞ୍ଜୁର,ମନ୍ଦିର ଉନ୍ନୟନ କମିଟି ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ପୁରୀ : ବ୍ରହ୍ମଗିରି ଅଲାରନାଥ ମନ୍ଦିରର ଉନ୍ନୟନ ପାଇଁ ୮ କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନରେ ଓସୱାନ କନଫେରେନ୍ସ ହଲରେ ଭିଡିଓ କନଫେରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅଲାରନାଥ ମନ୍ଦିର ଉନ୍ନୟନ ପ୍ରକଳ୍ପ ର ବ୍ଲୁ
Read More...

କୁମ୍ଭାରୀପଦର ଗ୍ରାମରେ ଭୂସ୍ଖଳନ ଘଟଣା : ସ୍ଥାୟୀ ଥଇଥାନ ବ୍ୟବସ୍ଥା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ବାଲିଗୁଡ଼ା:ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ହାତୀମୁଣ୍ଡା ପଞ୍ଚାୟତ କୁମ୍ଭାରୀପଦର ଗ୍ରାମରେ ବାରମ୍ବାର ଭୂସ୍ଖଳନ ଯୋଗୁଁ ଗ୍ରାମବାସୀ ମାନେ ବିପଦ ସଂକୁଳ ଅବସ୍ଥାରେ ଗ୍ରାମରେ ରହୁଛନ୍ତି । ଭୂସ୍ଖଳନ ସ୍ଥାନକୁ ପ୍ରଶାସନ ନିଜ ଅକ୍ତିଆରକୁ ନେଇ ନିସିଦ୍ଧାଞ୍ଚଳ ଘୋଷଣା କରାଯାଇଛି । ପ୍ରଶାସନ ତରଫରୁ
Read More...

ଦାରିଙ୍ଗବାଡ଼ିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣୀ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲାପାଳ ଡଃ ଆଶିଷ ଈଶ୍ୱର ପାଟିଲ ଓ କନ୍ଧମାଳ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଭିନିତ ଅଗ୍ରୱାଲଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଆଜି ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦାରିଙ୍ଗବାଡ଼ି
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ
Read More...

ମହାମହିମ ରାଷ୍ଟ୍ରପତିଙ୍କୁ ଭେଟିଲେ ରାଧାମୋହନ ମହାପାତ୍ର

ଫୁଲବାଣୀ : ମହାମହିମ ରାଷ୍ଟ୍ରପତିଙ୍କୁ ଭେଟିଲେ ରାଧାମୋହନ ମହାପାତ୍ର । କନ୍ଧମାଳ ଜିଲ୍ଲା ପାଇଁ ତଥା କନ୍ଧମାଳ ଜିଲ୍ଲାର ପ୍ରତିଟି ଜନ ସାଧାରଣଙ୍କ ପାଇଁ ନିଜ ଜୀବନକୁ ସମର୍ପି ଦେଇଥିବା କନ୍ଧମାଳର ମଉଡମଣୀ ତଥା କନ୍ଧମାଳ ପିପୁଲସ ଫୋରମ ସଭାପତି, ଯୁବ ସମାଜସେବୀ ,ଦକ୍ଷ ସଂଗଠକ, ଲେଖକ ତଥା
Read More...

ପ୍ରଥମ ବୀରମହାରାଜପୁର ହକି କପ୍‌ : ଗିନ୍ଦିଲାମାଲକୁ ହରାଇ ସିଣ୍ଢୋଲ ଚାମ୍ପିୟନ

ସୁବର୍ଣ୍ଣପୁର: ଜିଲ୍ଲାର ବୀରମହାରାଜପୁର ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମଠାରେ ରବିବାର ଏକ ଦିବସୀୟ ବୀରମହାରାଜପୁର ହକିକପ୍‌ ଅନୁଷ୍ଠିତ ହୋଇଯାଇଛି । ଫାଇନାଲରେ ଗିନ୍ଦିଲାମାଲକୁ ହରାଇ ସିଣ୍ଢୋଲ ଚାମ୍ପିୟନ ହୋଇଛି । ବୀରମହାରାଜପୁର ରାଜସ୍ୱ ଅଧିକାରୀ ଅଜିତ କୁମାର ମିର୍ଦ୍ଧା ମୁଖ୍ୟ
Read More...