ଗଙ୍ଗାବାଡ଼ ସରପଞ୍ଚ ହରିବନ୍ଧୁ କାର୍ଯୀଙ୍କୁ ସମ୍ବର୍ଦ୍ଧିତ କଲେ କେରଳ ରାଜ୍ୟପାଳ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଗଙ୍ଗାବାଡ ପଞ୍ଚାୟତର ସରପଞ୍ଚ ହରିବନ୍ଧୁ କାର୍ଯୀଙ୍କୁ ରାଜ୍ୟସ୍ତରୀୟ ସମାଜସେବୀ ଭାବେ ସମ୍ବର୍ଦ୍ଧିତ କରାଯାଇଛି । ସୂଚନା ଯୋଗ୍ୟ ଯେ, ହରିଶ୍ଚନ୍ଦ୍ର ବକ୍ସିପାତ୍ରଙ୍କ ୮୯ତମ ଜୟନ୍ତୀ ଉତ୍ସବ ଅବସରରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ!-->…
Read More...
Read More...