କଠୁଆ ଗଣଦୁଷ୍କର୍ମ ଓ ହତ୍ୟା ଘଟଣା :
ଅଭିଯୁକ୍ତ ନାବାଳକ ନୁହେଁ : ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀର କଠୁଆ ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ବଡ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ । ଏହି ଲୋମହର୍ଷଣକାରୀ ଘଟଣାର ଜଣେ ଅଭିଯୁକ୍ତ ପୂର୍ବରୁ ନିଜକୁ ନାବାଳକ ବୋଲି କହି ଚାଲିଥିଲା । ହେଲେ ସୁପ୍ରିମକୋର୍ଟ ଉକ୍ତ ଅଭିଯୁକ୍ତକୁ ନାବାଳକ ନୁହେଁ, ବରଂ ସାବାଳକ ବୋଲି କହିଛନ୍ତି ।!-->…
Read More...
Read More...