ଶୀତକାଳୀନ ଅଧିବେଶନ ଆରମ୍ଭ : ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ, ୫ଟା ଯାଏଁ ମୁଲତବୀ

ଭୁବନେଶ୍ୱର : ବିଧାନସଭା ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ପ୍ରାରମ୍ଭର ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଆଗତ ହୋଇଛି ଶୋକ ପ୍ରସ୍ତାବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ
Read More...

ବରିଷ୍ଠ ନାଗରିକ ମାନଙ୍କ ବୈଠକ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଦର୍ଶ ଥାନା ପରିସରରେ ବରିଷ୍ଠ ନାଗରିକ ମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକକୁ ଗଜପତି ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ ପ୍ରଦୀପ ପ୍ରଜ୍ୱଳନ କରି ଶୁଭାରମ୍ଭ କରିଥିଲେ । ଏହି ବୈଠକରେ ଗଜପତି ଜିଲ୍ଲାପାଳ
Read More...

ଜିଲ୍ଲା ଗଠନ ଦାବୀରେ ୧୨ଘଣ୍ଟିଆ ଟିଟିଲାଗଡ ବନ୍ଦ

ବଲାଙ୍ଗୀର : ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ଡାକରାରେ ଟିଟିଲାଗଡ ସହର, ସଇଁତଲା ଓ ଆଖପାଖ ଅଞ୍ଚଳରେ ବନ୍ଦ ରହିଛି ଦୋକାନ ବଜାର, ସରକାରୀ ବେସରକାରୀ କାର୍ଯ୍ୟାଳୟ । ୬ରୁ ସନ୍ଧ୍ୟା ୬ ଯାଏ ୧୨ଘଣ୍ଟିଆ ବନ୍ଦ ଯୋଗୁଁ ଯାତାୟତ ସମେତ ସାଧାରଣ ଗତିବିଧି ଅଟକି ଯାଇଛି । ପରୀକ୍ଷା ଚାଲୁଥିବା ସ୍କୁଲ,
Read More...

ଗଜପତି ଉତ୍ସବ ପାଇଁ ସାଂସ୍କୃତିକ କମିଟିର ପ୍ରସ୍ତୁତି ବୈଠକ

ପାରଳାଖେମୁଣ୍ଡି : ଆସନ୍ତା ଜାନୁୟାରୀ ୧୮ ରୁ ୨୨ ତାରିଖ ପର୍ଯ୍ୟନ୍ତ ଗଜପତି ଜିଲ୍ଲା ସ୍ତରୀୟ ମହୋତ୍ସବ ଅନୁଷ୍ଠିତ ହେବ । ଏଥି ନିମନ୍ତେ ପୂର୍ବ ନିଷ୍ପତ୍ତି କ୍ରମେ ସବୁ କାର୍ଯ୍ୟକ୍ରମ ନିମନ୍ତେ ବିଭିନ୍ନ କମିଟି ଗଠନ କରାଯିବ । ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏହି ସମସ୍ତ
Read More...

ବାଲିଗୁଡ଼ାରେ ଜଳ କଷ୍ଟ : ତିନି ଦିନ ହେଲା ସହରରେ ବନ୍ଦ ରହିଛି ଜଳ ଯୋଗାଣ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧିକାଂଶ ସମୟରେ ଜଳ କଷ୍ଟ ଦେଖିବାକୁ ମିଳୁଛି । ସହର ପାଇଁ ଏ ସମସ୍ୟା ନୁଆ ନୁହେଁ । ଖରା, ବର୍ଷା, ଶୀତ ସବୁ ବେଳେ ସମାନ ପରିସ୍ଥିତି । ବିଭାଗୀୟ ଅଧିକାରୀଙ୍କ ଦେଖା ମିଳୁନଥିବା ବେଳେ କର୍ମଚାରୀ ମାନଙ୍କୁ ସମସ୍ୟା
Read More...

ଦେବ ଦୀପାବଳିରେ ଶ୍ରୀକ୍ଷେତ୍ର ଦୀପମୟ

ପୁରୀ : ପବିତ୍ର ଦେବ ଦୀପାବଳିରେ ଶ୍ରୀକ୍ଷେତ୍ର ଦୀପମୟ ହୋଇଛ଼ି । ଶ୍ରୀମନ୍ଦିର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ଯାଏ ବଡ ଦାଣ୍ଡରେ ହଜାର ହଜାର ଦୀପ ପ୍ରଜ୍ୱଳିତ ହୋଇଥିଲା । ଓଡ଼ିଆ ଇଣ୍ଟରନ୍ୟାସନାଲ ସେଣ୍ଟର ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏଥିରେ ହଜାର ହଜାର ଭକ୍ତ ସାମିଲ
Read More...

ଗଜପତି ଜିଲ୍ଲାରେ ଅମ୍ଳାନର ଶୁଭାରମ୍ଭ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗାନ୍ଧୀ ସ୍ମୃତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅମ୍ଳାନର ଶୁଭାରମ୍ଭ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରଦୀପ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଜିଲ୍ଲା ଜନ
Read More...

ନନ୍ଦାହାଣ୍ଡି ବ୍ଲକରେ ୫୬୯ ଜଣ ପରୀକ୍ଷାର୍ଥୀ ଦେଲେ ସମେଟିଭ-୧ ପରୀକ୍ଷା

ନନ୍ଦାହାଣ୍ଡି: ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକରେ ମାଟ୍ରିକ ସମେଟିଭ-୧ ପରୀକ୍ଷା ଆରମ୍ଭ ହୋଇଛି । ବ୍ଲକର ଦହଣା ସରକାରୀ ଉଚ୍ଚ ବିଦ୍ୟାଳୟ, କଟ୍ରାଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟ, ନନ୍ଦାହାଣ୍ଡି ସରକାରୀ ଉଚ୍ଚ ବିଦ୍ୟାଳୟ ଓ ନିସନାହାଣ୍ଡି ସରକାରୀ ବିଦ୍ୟାଳୟ ମୋଟ ୪ ଗୋଟି ସେଣ୍ଟର ରେ
Read More...

ଧୂମାଭଟା ବୀଣାପାଣି ଡ୍ରିଗ୍ରୀ କଳେଜରେ ଛାତ୍ରଛାତ୍ରୀଙ୍କ ଧାରଣ, ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ପାଟଣାଗଡ଼ : ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଳକ ଧୂମାଭଟା ବୀଣାପାଣି ଡିଗ୍ରୀ କଲେଜରେ ବେଆଇନ ଭାବେ ଛାତ୍ରଛାତ୍ରୀମାନଙ୍କ ଠାରୁ ନାମ ଲେଖା ଓ ଫର୍ମ ଫିଲପ ପାଇଁ ଅଧିକ ଫି ଆଦୟ ହେତୁ ଏହାକୁ ବିରୋଧ କରି ଉକ୍ତ କଲେଜର ଯୁକ୍ତ ଦୁଇ ଓ ତିନିର ପ୍ରଥମ ବର୍ଷ ଛାତ୍ର ଛାତ୍ରୀମାନେ କଲେଜ ମୁଖ୍ୟ ଗେଟରେ
Read More...

ଦ୍ୱିତୀୟ ମାଁ ଭୈରବୀ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳାର ଦ୍ୱିତୀୟ ସନ୍ଧ୍ୟା

ହରଭଙ୍ଗା: ବୌଦ୍ଧ ଜିଲ୍ଲା ପୁରୁଣାକଟକ ମିନି ଷ୍ଟାଡିୟମ ଠାରେ ଚାଲିଥିବା ଦ୍ୱିତୀୟ ମାଁ ଭୈରବୀ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳାର ଦ୍ୱିତୀୟ ସନ୍ଧ୍ୟା ଅନୁଷ୍ଠିତ ହୋଇଯାଇଛି । ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥିଭାବେ ବୌଦ୍ଧ ଜିଲ୍ଲା ପରିଷଦ ଅଧକ୍ଷା ପ୍ରଭାସିନୀ ଦାସ ଯୋଗଦେଇ ଥିବା ବେଳେ
Read More...