ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ବୀର୍ସା ମୁଣ୍ଡା ଜୟନ୍ତୀ ପାଳନ
ପାଟଣାଗଡ଼:ପାଟଣାଗଡ଼ ସ୍ଥାନୀୟ ବ୍ରହ୍ମପୁରା ଆଦିବାସୀ ଭବନ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଆନୁକୂଲ୍ୟରେ ୧୪୭ତମ ସହିଦ ବୀର ବୀର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି । ରାଜ୍ୟସଭା ସାଂସଦଙ୍କ ପାଟଣାଗଡ଼ ବ୍ଲକ ପ୍ରତିନିଧି ଶ୍ରୀମତୀ ସନ୍ତୋସିନୀ ବିଶିଙ୍କ ଅଧ୍ୟକ୍ଷତାରେ ସଭା!-->…
Read More...
Read More...