ଜହ୍ନାପଙ୍କ ଉଚ୍ଚ ବିଦ୍ୟାଳୟ ଓ ପୂର୍ଣ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ

ଜହ୍ନାପଙ୍କ:ବୌଦ୍ଧ ବ୍ଳକ ଖୁଂଟବନ୍ଧ ପଂଚାୟତ ଅନ୍ତର୍ଗତ ଜହ୍ନାପଙ୍କ ମେଡ଼ିକାଲ ପଡ଼ିଆରେ ଜହ୍ନାପଙ୍କ ସରକାରୀ ଉଚ୍ଚ ବିଦ୍ୟାଳୟର ଦୁଇ ଦିନିଆ ବାର୍ଷିକ କ୍ରୀଡ଼ା ୨୦୨୨ ଆଜି ଉଦଘାଟିତ ହୋଇଯାଇଛି । ସକାଳୁ ଛାତ୍ରମାନେ ଜଗତି ନିକଟସ୍ଥ ଐତିହାସିକ ଗନ୍ଧରାଡି ମନ୍ଦିରରୁ କ୍ରୀଡ଼ା ଜ୍ୟୋତି ଆଣି ମୁଖ୍ୟ
Read More...

ଜିଲ୍ଲା ସ୍ତରୀୟ ଅଗ୍ନି ନିବାରଣ ଏବଂ ପ୍ରଶମନ ବୈଠକ

ଫୁଲବାଣୀ : ଜଙ୍ଗଲ ଏବଂ ବନ୍ୟଜନ୍ତୁଙ୍କୁ ଜଙ୍ଗଲ ନିଆଁରୁ ରକ୍ଷା କରିବା ପାଇଁ ସରକାର ଅଗ୍ନିଅସୁରକ୍ଷିତ ସ୍ଥାନଗୁଡ଼ିକୁ ଚିହ୍ନଟ କରିବା ପାଇଁ ବିଭିନ୍ନ ବିଭାଗ ସହିତ ସବୌଭୂମ ସମନ୍ୱୟ ରକ୍ଷା କରିବାକୁ ସ୍ଥିର କରିଛନ୍ତି ଏବଂ ଆଗକୁ ଆସୁଥିବା ଅଗ୍ନିକାଣ୍ଡ ଘଟଣାରେ ଜଙ୍ଗଲରେ ନିଆଁକୁ ରୋକିବା ପାଇଁ
Read More...

ବିଜୟ ପରେ ପଦ୍ମପୁରବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସବୁ ପ୍ରତିଶ୍ରୁତି ପୂରଣ ହେବ

ଭୁବନେଶ୍ୱର : ପଦ୍ମପୁର ଉପ ନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ପଦ୍ମପୁରବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ ଭିଡିଓ ବାର୍ତ୍ତାରେ କହିଛନ୍ତି ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର ଏବଂ ଏହି
Read More...

ଘନୀଭୂତ ହେଉଛି ବାତ୍ୟା ମେନ-ଣ୍ଡୋସ୍‌, ୯ ଓ ୧୦ରେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଘନୀଭୂତ ହେଉଛି ବାତ୍ୟା ମେନ-ଣ୍ଡୋସ୍‌। ଆଜି ସନ୍ଧ୍ୟା ସୁଦ୍ଧା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପନେବାର ସମ୍ଭାବନା ରହିଛି। ଏହାର ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। କିନ୍ତୁ ବାତ୍ୟାର ବାହ୍ୟ ବଳୟ ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାରେ କିଛି
Read More...

ବାଦ୍ୟଗୁରୁ ପଣ୍ଡିତ ଉମେଶ କରଙ୍କ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସଂପନ୍ନ

ପୁରୀ : ଭାରତୀୟ ସଂଗୀତ ଜଗତର ଚର୍ଚ୍ଚିତ ବାଦ୍ୟଗୁରୁ ପ୍ରଫେସର ପଣ୍ଡିତ ଉମେଶ ଚନ୍ଦ୍ର କରଙ୍କ ଶେଷ କୃତ୍ୟ ଆଜି ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାର ଠାରେ ସଂପନ୍ନ ହୋଇଛି । ୭୪ବର୍ଷିୟ ସ୍ୱର୍ଗତ କର ଭାରତବର୍ଷର ଅନନ୍ୟ ଶାସ୍ତ୍ରୀୟ ବାଦ୍ୟଗୁରୁ ଭାବେ ଅନେକ ବିଦେଶ ରାଷ୍ଟ୍ରରେ ଭାରତର ସୁନାମ ଆଣିଥିଲେ
Read More...

ସୋନପୁର ଓମସାର କାର୍ଯ୍ୟକର୍ତ୍ତା ନିର୍ବାଚନ

ସୁବର୍ଣ୍ଣପୁର: ଓଡିଶା ମେଡିକାଲ ସେବା ସଂଘ ସୁବର୍ଣ୍ଣପୁର ଶାଖାର ସାଧାରଣ ପରିଷଦ ବୈଠକ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥିତ ତାଲିମ କେନ୍ଦ୍ରଠାରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

୨୭ତମ ଜିଲ୍ଲାସ୍ତରୀୟ ଫୁଟବଲ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ

ଖଜୁରୀପଡ଼ା:-କନ୍ଧମାଳ ଜିଲ୍ଲାର ବ୍ଲକ୍‌ ଉତ୍କଳମଣି ଯୁବକ ସଂଘ, ଦୁତିମେଣ୍ଡି ତରଫରୁ ୨୭ତମ ଜିଲ୍ଲା ସ୍ତରୀୟ ଫୁଟବଲ କ୍ରୀଡ଼ା ପ୍ରତିଯୋଗିତା ୧୬ଗୋଟି ଟିମକୁ ନେଇ ଆୟୋଜନ କରାଯାଇଥିଲା । ଏହି ଟୁର୍ଣ୍ଣାମେଣ୍ଟଟି ୫ରୁ ୭ ତାରିଖ ଯାଏଁ ଚାଲିଥିଲା । ପ୍ରତିଯୋଗିତାରେ ୧୬ଟି ଦଳ ଭାଗ ନେଇଥିଲେ । ଏହି
Read More...

ପଦ୍ମପୁରରେ ବିଜେଡିର ବିପୁଳ ବିଜୟ

ଭୁବନେଶ୍ୱର: ପଦ୍ମପୁରଉପନିର୍ବାଚନ ଫଳାଫଳ ଆସିଛି । ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୪୧,୯୪୬ ଭୋଟରେ ପରାସ୍ତ କରିଛନ୍ତି । ଗଣତି ଆରମ୍ଭରୁ ହିଁ ବର୍ଷା ବିଜେପି ପ୍ରାର୍ଥୀଙ୍କ ଉପରେ ଭାରି ପଡ଼ିଥିଲେ । ପ୍ରତି ରାଉଣ୍ଡରେ
Read More...

ଆର୍‌ଆର୍‌ କଳୋନୀ ତିଆରି ପାଇଁ ରାମପାଲିରେ ଜବରଦଖଲ ଉଚ୍ଛେଦ କଲା ପ୍ରଶାସନ

ପାଟଣାଗଡ଼: ପାଟଣାଗଡ଼ ଏନ୍‌ଏସି ଅଧିନରେ ଥିବା ୭ ନମ୍ବର ୱାର୍ଡ ରାମପାଲିରେ ଆରଆର କଳୋନୀ ତିଆରି କରାଯିବାକୁ ନେଇ ସେହି ୱାର୍ଡରେ ଥିବା ସରକାରୀ ଜମି ଗୁଡିକରେ ଜବରଦଖଲ କରି ଘର ତିଆରି କରିଥିବା ପରିବାରକୁ ଆଜି ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି । ସୂଚନା ଅନୁସାରେ ଏହି ୱାର୍ଡରେ ୧୭ ଜଣ
Read More...

ଆଶା କର୍ମୀଙ୍କ ୭ଦଫା ଦାବି ନେଇ ରାଲି

ଗଞ୍ଜାମ: ପୁରୁଷୋତ୍ତମପୁର ବ୍ଲକ ଭାଟ କୁମରଡ଼ାରେ ଆଶା କର୍ମୀଙ୍କ ୭ଦଫା ଦାବି ନେଇ ସଙ୍ଘର ସଭାପତି ରାଜ ଲକ୍ଷ୍ମୀ ପଣ୍ଡାଙ୍କ ତତ୍ତ୍ୱାବଧାନରେ ରାଲି ଓ ଆନ୍ଦୋଳନ କରାଯାଇଛି । ପୁରୁଷୋତ୍ତମପୁର ବ୍ଳକରେରେ ୭ଦଫା ଦାବି ନେଇ ଏକ ରାଲି କାଳୀ ମନ୍ଦିର ଛକଠାରୁ ବାହାରି ବିଭିନ୍ନ ସ୍ଲୋଗାନ ଦେଇ
Read More...