ନବରଙ୍ଗପୁର ମହାବିଦ୍ୟାଳୟରେ ଜାତୀୟ ଶିକ୍ଷା ଦିବସ ପାଳିତ,ଶ୍ରଦ୍ଧା ରଖ, ନିଜ ଗୋଡରେ ଠିଆ ହେବା ଶିଖ
ନବରଙ୍ଗପୁର: ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମୌଲାନା ଆବୁଲ କଲାମ ଆଜାଦଙ୍କ ଜନ୍ମଦିନ ପାଳନ ଅବସରରେ ନବରଙ୍ଗପୁର ମହାବିଦ୍ୟାଳୟରେ ରେଡକ୍ରସ ଓ ଏନ ଏସ ଏସ ସହଯୋଗରେ ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଭବ୍ୟ ଉତ୍ସବରେ ସଭାପତିତ୍ୱ କରି ଅଧକ୍ଷ ଡ଼ଃ. ଭାସ୍କର ନାଥ ବିଶ୍ୱାଳ ଶିକ୍ଷା,!-->…
Read More...
Read More...