ପଦ୍ମପୁରକୁ ମିଳିବ ଜିଲ୍ଲା ମାନ୍ୟତା,ପ୍ରତିଶ୍ରୁତି ଦେଲେ ବିଜେଡି ସୁପ୍ରିମୋ
ପଦ୍ମପୁର: ୨୦୨୩ ଡିସେମ୍ବର ୩୧ ସୁଦ୍ଧା ପଦ୍ମପୁରକୁ ମିଳିବ ଜିଲ୍ଲା ମାନ୍ୟତା । ପଦ୍ମପୁର ଉପ ନିର୍ବାଚନ ଲାଗି ବିଜେଡି ଇସ୍ତାହାରରେ ବି ଏହା ସ୍ଥାନ ପାଇବ । ଆଜି ପଦ୍ମପୁର କ୍ରିୟାନୁଷ୍ଠାନ କମିଟି ସଦସ୍ୟଙ୍କୁ ଏପରି ପ୍ରତିଶ୍ରୁତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।
ପଦ୍ମପୁର!-->!-->!-->…
Read More...
Read More...