ସୀମାନ୍ତର ପ୍ରହରୀ କବି ଭାଗୀରଥି ପାତ୍ରଙ୍କ ୮୪ତମ ଜୟନ୍ତୀ, ଅଶୋକ ପଟ୍ଟନାୟକ ପାଇଲେ ଭାଗୀରଥି ସମ୍ମାନ
ନବରଙ୍ଗପୁର : ଓଡିଶା ସାହିତ୍ୟ ଏକାଡେମୀ ଆନୁକୂଲ୍ୟରେ ଓ ଭାଗୀରଥି ସ୍ମୃତି ସଂସଦ ସହଯୋଗରେ ସ୍ଥାନୀୟ ରାଜା ଚୈତନ୍ୟ ଦେବ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ସାହିତ୍ୟିକ ଭାଗୀରଥି ପାତ୍ରଙ୍କ ୮୪ ତମ ଜୟନ୍ତୀ ସମାରୋହ-ସ୍ମୃତି ସଭା ଓ ପ୍ରତିଭା ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ!-->…
Read More...
Read More...