ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’- ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା(ପିପିସି) -୨୦୨୫ ଗୋଟିଏ ମାସରେ ସର୍ବାଧିକ ପଞ୍ଜୀକରଣ ପାଇଁ ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଆୟୋଜିତ ସ୍ୱତନ୍ତ୍ର!-->…
Read More...
Read More...