ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼
ନୂଆଦିଲ୍ଲୀ: ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ ଆଜି ସୁପ୍ରିମକୋର୍ଟର ୫୦ତମ ପ୍ରଧାନବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । । ଦେଶର ନ୍ୟାୟିକ ଇତିହାସରେ ପ୍ରଥମ ଥର ପାଇଁ!-->…
Read More...
Read More...