ଗଜପତି ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୨ ଆଜି ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଯୋଗଦେଇ ସମସ୍ତଙ୍କୁ ସଚେତନତା କରାଇଥିଲେ । ଦେଶର ଆର୍ଥିକ, ରାଜନୈତିକ ଓ ସାମାଜିକ ଉନ୍ନତିରେ ଦୁର୍ନୀତି ବାଧକ ସାଜିଛି ।!-->…
Read More...
Read More...