ଆରପାରିରେ ବିଧାୟକ ରାଜେନ୍ଦ୍ର ଢୋଲକିଆ
ନୂଆପଡ଼ା: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣପଡ଼ିଛି। ହାର୍ଟ ଏବଂ କିଡନୀ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ଡୋଲକିଆ ୪ ଥର ବିଧାୟକ ଭାବେ ନିର୍ବାଚିତ!-->…
Read More...
Read More...