କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ତେନ୍ତୁଳିଖୁଣ୍ଟି,୨୨/୧୦- ଆଜି ତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ କଣ୍ଟାଗାଁ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ କଣ୍ଟାଗାଁ ସରପଞ୍ଚ ଯୋଗଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ କଣ୍ଟାଗାଁ ସମିତି ସଭ୍ୟ ଡମ୍ବରୁ ଭତ୍ରା ଓ
Read More...

କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ସୁବର୍ଣ୍ଣପୁର,୨୨/୧୦ - ସ୍ଥାନୀୟ ମଝିପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଆୟୋଜିତ ହୋଇଯାଇଛି । ପୂର୍ବାହ୍ନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସୋନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜେନ୍ଦ୍ର କୁମାର ମିଶ୍ର ଉଦଘାଟନ କରିଥିଲେ । ଛାତ୍ରଛାତ୍ରୀ ମାନେ
Read More...

ଜିଲ୍ଲା ପ୍ରଶାସନ ତରଫରୁ ଉପ କାରାଗାରରେ ପୁସ୍ତକ ଓ ଖେଳ ସାମଗ୍ରୀ ବଣ୍ଟନ

ପାରଳାଖେମୁଣ୍ଡି,୨୨/୧୦ - ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ପାରଳଖେମୁଣ୍ଡି ଉପ କାରାଗାରରେ କଏଦୀ ମାନଙ୍କ ନିମନ୍ତେ ଜିଲ୍ଲା ପ୍ରଶାସନ ତରଫରୁ ବିଭିନ୍ନ ପ୍ରକାର ପାଠ୍ୟ ପୁସ୍ତକ, କେରମ୍‌ ବୋର୍ଡ ଓ ଚେସ ପ୍ରଦାନ କରାଯାଇଛି । ଏହି ଅବସରରେ ମାନ୍ୟବର ଗଜପତି
Read More...

ଗାନ୍ଧିକଥା ଶୀର୍ଷକ : ରାଜ୍ୟ ସ୍ତରୀୟ ଗ୍ରାମୀଣ ମେଧା ଓ ପ୍ରତିଭା ଅନ୍ୱେଷଣ

ଦଶପଲ୍ଲା : ସମର୍ପିତ ସମାଜ କୈନ୍ଦ୍ରିକ ସାହିତ୍ୟ ସଂଗଠନ "ମାଟିର ସ୍ୱର’ ଦଶପଲ୍ଲା ତରଫରୁ ଆଜି ଦଶପଲ୍ଲା ବ୍ଳକ ଅନ୍ତର୍ଗତ ସରିଗଣ୍ଡା ଗ୍ରାମ ପଞ୍ଚାୟତର ନେଲିଗୁଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧିଜୀଙ୍କ ଜୀବନ ଆଦର୍ଶ ଉପରେ ଆଧାରିତ ରାଜ୍ୟ ସ୍ତରୀୟ ଗ୍ରାମୀଣ ମେଧା ଓ ପ୍ରତିଭା
Read More...

ପାଟଣାଗଡ଼ରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚନ ଯୋଜନା ଉପରେ ତାଲିମ ଶିବିର

ପାଟଣାଗଡ,୨୨/୧୦- ପାଟଣାଗଡ଼ ବ୍ଳକ ଅଧିନସ୍ଥ ଥିବା ୯ ଗୋଟି ଜଳବିଭାଜିକାର ସଭାପତି ଓ ସଂପାଦକ ମାନଙ୍କୁ ନେଇ ପାଟଣାଗଡ଼ସ୍ଥିତ ମୃତ୍ତିକା ସଂରକ୍ଷଣ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚନ ଯୋଜନା ଉପରେ ଏକ ଦିନିକିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ତାଲିମ କାର୍ଯ୍ୟକ୍ରମରେ
Read More...

୬୩ ତମ ସହିଦ ସ୍ମୃତି ଦିବସ ପାଳିତ

ଫୁଲବାଣୀ,୨୨/୧୦ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ରିଜର୍ଭ ପୋଲିସ ପଡିଆଠାରେ ସହିଦ ଯବାନଙ୍କର ସ୍ମୃତି ଉଦ୍ଦେଶ୍ୟରେ କନ୍ଧମାଳ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲଙ୍କର ଅଧ୍ୟକ୍ଷତାରେ ୬୩ ତମ ସହିଦ ସ୍ମୃତି ଦିବସ ପାଳିତ ହୋଇଯାଇଛି । ଏଥିରେ ଅତିଥି ଭାବେ କନ୍ଧମାଳ ଜିଲ୍ଲାପାଳ ଆଶିଷ
Read More...

ଛୁରୀ ଦେଖାଇ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ଜଣେ ଗିରଫ

ବାଲିଗୁଡ଼ା: ରାତିରେ ବାହାରକୁ ଶୌଚ କରିବାକୁ ଯାଇଥିବା ବେଳେ ଛୁରୀ ଦେଖେଇ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ । ଅଭିଯୋଗ ପ୍ରକାରେ ସମ୍ପୃକ୍ତ ବ୍ୟକ୍ତିକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ପୋଲିସ୍‌ । ଏଭଳି ଏକ ଘଟଣା ସାମ୍ନାକୁ ଆସିଛି କନ୍ଧମାଳ ଜିଲ୍ଲାର ଦୁର୍ଗମ ଅଞ୍ଚଳ କୋଟଗଡ଼ ଥାନା
Read More...

ଜନ ସମ୍ପର୍କ ପଦଯାତ୍ରା ନିମନ୍ତେ ବିଜେଡିର ପ୍ରସ୍ତୁତି ବୈଠକ

ଘୁ.ଉଦୟଗିରି:- ଆଜି ସ୍ଥାନୀୟ ପୂର୍ତ୍ତ ବିଭାଗ ବଙ୍ଗଳାଠାରେ ବିଧାୟକ ସାଲୁଗା ପ୍ରଧାନଙ୍କ ନେତୃତ୍ୱରେ ଜନ ସମ୍ପର୍କ ପଦଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କନ୍ଧମାଳ ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ଉପସ୍ଥିତ ରହି ସମସ୍ତ କର୍ମୀମାନଙ୍କୁ ମାର୍ଗ ଦର୍ଶନ
Read More...

ଗଜପତିରେ ୬୩ ତମ ଶହିଦ ଦିବସ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ବେତାଗୁଡା ଠାରେ ଥିବା ସଂରକ୍ଷିତ ସଶସ୍ତ୍ର ଆରକ୍ଷୀ କାର୍ଯ୍ୟାଳୟ ପରିସରରେ ୬୩ ତମ ପୋଲିସ ଶହୀଦ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ
Read More...

ଯୁବ ବ୍ୟବସାୟୀଙ୍କ ବିୟୋଗରେ ଦୋକାନ ବଜାର ବନ୍ଦ

ଜହ୍ନ ।ପଙ୍କ,୨୨/୧୦: ବୌଦ୍ଧ ବ୍ଳକ ଖୁଣ୍ଟବନ୍ଧ ପଂଚାୟତ ଅନ୍ତର୍ଗତ ଜହ୍ନ ।ପଙ୍କ ଗ୍ରାମର ଯୁବ ବ୍ୟବସାୟୀ ଚନ୍ଦ୍ର ଶେଖର ପ୍ରଧାନ(୪୨) ଗୁରୁବାର ପରଲୋକ ଘଟିଛି । ସେ ଦୀର୍ଘ ଦିନ ହେଲା ବୋନ ଟିବିରେ ପୀଡ଼ିତ ଥିଲେ । ତାଙ୍କ ବିୟୋଗରେ ଗାଁରେ ଶୋକର ଛାୟା ଖେଳିଯାଇଛି । ସେ ବଣିକ ସଂଘର ସକ୍ରିୟ
Read More...