ଟିମ୍ ଇଣ୍ଡିଆର ଦୀପାବଳି ଉପହାର,ରୋମାଞ୍ଚକର ମ୍ୟାଚରେ ଭାରତ ୪ ଓ୍ବିକେଟରେ ବିଜୟୀ
ମେଲବୋର୍ଣ୍ଣ : ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡଠାରେ ଖେଳାଯାଉଥିବା ଟି-୨୦ ବିଶ୍ବକପର ଏକ ସୁପର-୧୨ ମ୍ୟାଚରେ ଭାରତ ୪ ଓ୍ବିକେଟରେ ରୋମାଞ୍ଚକର ବିଜୟ ହାସଲ କରିଛି । ଆଜିର ମ୍ୟାଚରେ ପୁଣି ବିରାଟ କୋହଲିଙ୍କ ବ୍ୟାଟର କମାଲ ଦେଖିବାକୁ ମିଳିଛି । ସେ ଅପରାଜିତ ୮୨ ରନ କରି ଏକ ମ୍ୟାଚ ବିଜୟୀ!-->…
Read More...
Read More...