ମୋ ସେବା କେନ୍ଦ୍ରରେ ପେନସନ ଉପଭୋକ୍ତାଙ୍କୁ ମାଗଣାରେ ଜୀବନ ପ୍ରମାଣପତ୍ର ପ୍ରଦାନ ସୁବିଧା
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟଠାରେ ବିନା ଶୁଳ୍କରେ ପେନସନ୍ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ରରେ ସହାୟତା କାର୍ଯ୍ୟ ଆରମ୍ଭ ହୋଇଛି । ଏହି ଅବସରରେ ଉପ କୋଷାଗାର ଅଧିକାରୀ ସୁଧାକର କହଁର, ମୋ ସେବା କେନ୍ଦ୍ରର!-->…
Read More...
Read More...