ପିପିଲି ପୋଲିସକୁ ବଡ଼ ସଫଳତା, ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
ପୁରୀ-ପିପିଲି ପୋଲିସକୁ ବଡ଼ ସଫଳତା l ପୁରୀ ଜିଲ୍ଲା ପିପିଲି ଅଞ୍ଚଳରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ । ପିପିଲି ଥାନା ପୋଲିସ ୨୬୫ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଉଛନ୍ତି ପିପିଲି ଥାନା ଅନ୍ତର୍ଗତ!-->…
Read More...
Read More...