ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସାମୁହିକ ଶପଥପାଠ
ବୌଦ୍ଧ,୩୧/୧୦- ଜିଲ୍ଲାପାଳଙ୍କ ଓସ୍ୱାନ ସଭାଗୃହ ଠାରେ ଆଜି ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ବିରୋଧରେ ସାମୁହିକ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସି ମାଧ୍ୟମରେ ଏହି ଶପଥପାଠ କରାଇଥିଲେ । ଏଥିରେ!-->…
Read More...
Read More...