ବିନିକାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ!-->…
Read More...
Read More...