ଦଶପଲ୍ଲାରେ ଅନୁଷ୍ଠିତ ହେଲା ଜନସଂପର୍କ ପଦଯାତ୍ରା
ଦଶପଲ୍ଲା : ଆଜି ଦଶପଲ୍ଲାରେ ଦଶପଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଏକ ବିଶାଳ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ପଦଯାତ୍ରାରେ ପ୍ରାୟ ୧୦,୦୦୦ ରୁ ଉର୍ଦ୍ଧ୍ୱ ବିଜେଡ଼ି କର୍ମୀ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା ।ଏହି ପଦଯାତ୍ରା ରେ ସ୍ଥାନୀୟ ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ!-->…
Read More...
Read More...