ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର:ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି। ଏହି ଅବପାତ କ୍ରମଶଃ
Read More...

କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ

ଭୁବନେଶ୍ୱର: ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ କରାଯାଇଛି। ସୋମବାର ସକାଳ ୯.୪୫ରେ ଅବଦୁଲ କଲାମ ଆଇଲାଣ୍ଡରୁ ଉତ୍‌କ୍ଷେପଣ କରାଯାଇଛି। DRDO ଦ୍ୱାରା ବିକଶିତ ଏହି କ୍ଷେପଣାସ୍ତ୍ର ୧୫୦ରୁ ୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷଭେଦ କ୍ଷମତା ରହିଛି। ଅତ୍ୟାଧୁନିକ
Read More...

ମନ୍ଦିରରେ ଦଳାଚକଟା, ୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ମନ୍ଦିରରେ ରବିବାର ଏକ ଭୟଙ୍କର ଦଳାଚକଟା ଘଟଣାରେ ୬ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛି ଏବଂ 25ଜଣ ଆହତ ହୋଇଛନ୍ତି। ଏହି ଘଟଣା ମନ୍ଦିରରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମା ହେବା କାରଣରୁ ଘଟିଥିବା ଜଣାପଡ଼ିଛି। ସୂଚନା
Read More...

ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ

ଭୁବନେଶ୍ୱର: ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ଭୁବନେଶ୍ୱର କମିଶନରେଟ ପୋଲିସ ବାଲେଶ୍ୱରରୁ ଗିରଫ କରିଛି। ନାବାଳିକାଙ୍କୁ ବଳାତ୍କାର, ଗର୍ଭନଷ୍ଟ, ପ୍ରତାରଣା ଓ ହତ୍ୟା ଧମକ ଅଭିଯୋଗରେ ଅମରେଶଙ୍କ ବିରୋଧରେ ଲକ୍ଷ୍ମୀସାଗର ଥାନାରେ ଏକ ମାମଲା (ନଂ. ୩୯୪/୨୦୨୫) ରୁଜୁ ହୋଇଥିଲା। ଏହି ଘଟଣା
Read More...

ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି

ନୂଆଦିଲ୍ଲୀ: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଅବସରରେ ମନମୋହନ
Read More...

ଫେକ ଜବ କାର୍ଡକୁ ଧରିବ ଇକେୱାଇସି

ଭୁବନେଶ୍ବର: ଫେକ ଜବ କାର୍ଡ ଧରିବାକୁ ଆରମ୍ଭ ହେବ ଇକେୱାଇସି | ଜବ କାର୍ଡ ଧାରୀ କରିବେ ଇକେୱାଇସି  | ତିନି ମାସ ଭିତରେ ଜବ କାର୍ଡ ଇକେୱାଇସି  ନ କଲେ କଟିବ ଜବ କାର୍ଡ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ।
Read More...

ଆସିଲା ମୋଦୀଙ୍କ ବିଦେଶ ଗସ୍ତ ଖର୍ଚ୍ଚ ରିପୋର୍ଟ

ନୂଆଦିଲ୍ଲୀ: ୨ଦିନିଆ ବ୍ରିଟେନ ଗସ୍ତ ଶେଷ କରି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଳଦ୍ବୀପରେ ପହଞ୍ଚିଛନ୍ତି। ଏହି ଗସ୍ତ ମଧ୍ୟରେ କେନ୍ଦ୍ର ତରଫରୁ ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯେଉଁଥିରେ ପ୍ରଧାନମନ୍ତ୍ରୀଙ୍କ ଯାତ୍ରାର ଖର୍ଚ୍ଚ ବିଷୟରେ ଉଲ୍ଲେଖ ରହିଛି। ୨୦୨୫ ମସିହାରେ
Read More...

ପୁରୀରେ ନୂତନ ଜିଲ୍ଲାପାଳଙ୍କ ଯୋଗଦାନ

ପୁରୀ : ପୁରୀର ନୂତନ ଜିଲ୍ଲାପାଳ ଭାବେ ଆଜି କାର୍ଯ୍ୟ ରେ ଯୋଗ ଦାନ କରିଛନ୍ତି ଦିବ୍ୟ ଜ୍ୟୋତି ପରିଡା। କାର୍ଯ୍ୟରେ ଯୋଗଦାନ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରି ଦାୟିତ୍ୱ ଗ୍ରହଣ କରିଛନ୍ତି। ନୂତନ ଜିଲ୍ଲାପାଳଙ୍କୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ
Read More...

ଭାରତୀୟ ବୋଲିଂକୁ ଘଟିଆ କହିଲେ ଶାସ୍ତ୍ରୀ

ନୂଆଦିଲ୍ଲୀ। ମାଞ୍ଚେଷ୍ଟର ଟେଷ୍ଟ ସମୟରେ ପୂର୍ବତନ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ରବି ଶାସ୍ତ୍ରୀ ଟିମ୍ ଇଣ୍ଡିଆର ବୋଲିଂକୁ ସମାଲୋଚନା କରିଥିଲେ। ଦ୍ୱିତୀୟ ଦିନ ଅପରାହ୍ନ ସେସନରେ ସେ ଭାରତର ଦ୍ରୁତ ବୋଲିଂ ଆକ୍ରମଣରେ ଅସନ୍ତୁଷ୍ଟ ଦେଖାଯାଉଥିଲେ। ସେ ଜସପ୍ରିତ ବୁମରାହ, ମହମ୍ମଦ ସିରାଜ ଏବଂ
Read More...

ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌

ସମ୍ୱଲପୁର: ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍ । ଗୁରୁବାର ୪ ଟି ଗେଟ୍‌ ଖୋଲା ଯାଇଥିବା ବେଳେ ଶୁକ୍ରବାର ଆଉ ୪ ଟି ଗେଟ୍‌ ଖେଲା ଯାଇଛି । ବର୍ତ୍ତମାନ ମୋଟ୍ ୧୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି । ଡ୍ୟାମ୍‌ର ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟି ସ୍ଲୁଇସ୍ ଗେଟ୍‌
Read More...