ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା
ପୁରୀ : ୨୭ ସେପ୍ଟେମ୍ବରକୁ ବିଶ୍ୱ ପର୍ଯ୍ୟଟନ ଦିବସ ଭାବେ ପାଳନ କରାଯାଏ । ପର୍ଯ୍ୟଟନ ଶିଳ୍ପକୁ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ୟୁଏନ୍ ପକ୍ଷରୁ ଏହା ବିଶ୍ୱ ବ୍ୟାପି ପାଳନ ହୋଇଥାଏ । ଏହି ଅବସରରେ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭମିରେ ଏକ ସୁନ୍ଦର ବାଲୁକା ଚିତ୍ରକଳା!-->…
Read More...
Read More...