ଯୁକ୍ତ ୩ ଶେଷବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ବୌଦ୍ଧ,୨୩/୯: ଆଜି ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ପ୍ରାଣୀବିଜ୍ଞାନ ବିଭାଗରେ +୩ ଶେଷବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରାଣୀବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପିକା ଶ୍ରୀମତୀ ଗୀତାଞ୍ଜଳି ମହାପାତ୍ର ସମ୍ବର୍ଦ୍ଧନା ସଭାକୁ ପରିଚାଳନା କରିଥିଲେ । ଏହି ବୈଠକରେ!-->…
Read More...
Read More...