ଶିଶୁ ବାଟିକା ମାତୃ ସମ୍ମିଳନୀ ଅନୁଷ୍ଠିତ
ଫୁଲବାଣୀ:-କନ୍ଧମାଳ ଜିଲ୍ଲାର ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ଫୁଲବାଣୀ ଠାରେ ଶିଶୁ ବାଟିକା ମାତୃ ସମ୍ମିଳନୀ ମୁଖ୍ୟ ବକ୍ତା ଭାବରେ ଯତୀନ୍ଦ୍ର ନାଥ ପାଢୀ ଯୋଗ ଦେଇ ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଓ ଖାଦ୍ୟ ଉପରେ ଅଭିଭାଷଣ ପ୍ରଦାନ କରିଥିଲେ । ସେହିପରି ପରିଚାଳନା କମିଟିର ସଭାପତି ତଥା!-->…
Read More...
Read More...