ଦ.ଆଫ୍ରିକା ବିପକ୍ଷ ଦିନିକିଆ ପାଇଁ ଭାରତୀୟ ଦଳ ଘୋଷଣା, ମୁକେଶ କୁମାର ଓ ରଜତ ପାଟିଦରଙ୍କୁ ସୁଯୋଗ
ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଟି-୨୦ ବିଶ୍ଵ କପ୍ ପୂର୍ବରୁ ଖେଳାଯିବାକୁ ଥିବା ଏହି ସିରିଜ୍ ପାଇଁ ଶିଖର ଧାଓ୍ଵନଙ୍କୁ ଅଧିନାୟକ କରାଯାଇଛି। ବରିଷ୍ଠ ଖେଳାଳିଙ୍କୁ ଉକ୍ତ ଶୃଙ୍ଖଳାରୁ ବିଶ୍ରାମ ଦିଆଯାଇଛି। ଅକ୍ଟୋବର ୬ରୁ!-->…
Read More...
Read More...