ପ୍ରେମିକକୁ ହତ୍ୟା ଘଟଣାର ପର୍ଦ୍ଦାଫାସ, ୭ ଗିରଫ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଲଣ୍ଡାଗାଁ ଗ୍ରାମ ପଞ୍ଚାୟତର ପୁଟୁକିପାଲି ଜଙ୍ଗଲରୁ ଅଖାରେ ବନ୍ଧା ହୋଇଥିବା ଅବସ୍ଥାରେ ଜଣେ ଯୁବକଙ୍କ ଗଳିତ ଶବ ଉଦ୍ଧାର କରିଥିଲା ପୋଲିସ୍ । ଶବ ଉଦ୍ଧାରର ଦୁଇଦିନ ମଧ୍ୟରେ ହତ୍ୟାକାଣ୍ଡର ଗୁମର ଖୋଲିଛି ବାଲିଗୁଡ଼ା ପୋଲିସ୍ । ଏହା!-->…
Read More...
Read More...